• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Midday Meal

anda
ପୁଷ୍ଟିକର ଲଡୁ ସହ ଅତିରିକ୍ତ ଅଣ୍ଡା

ଏଣିକି ପିଲାଙ୍କୁ ପୁଷ୍ଟିକର ଲଡୁ ସହ ଅତିରିକ୍ତ ଅଣ୍ଡା ଏଣିକି ପିଲାଙ୍କୁ ସ୍କୁଲରେ ୩ଟି ପୁଷ୍ଟିକର ଲଡୁ ସହ ଏକ ଅତିରିକ୍ତ ଅଣ୍ଡା ମିଳିବ । କାଲିର ନିର୍ଦ୍ଦେଶନାମାରେ ପରିବର୍ତ୍ତନ ନେଇ ଗଣଶିକ୍ଷା ବିଭାଗର ସୂଚନା । ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ଅନୁସାରେ ମିଳିବ ।

midday meal
ମଧ୍ୟାହ୍ନ ଭୋଜନରେ ଶୁଖିଲା ଭାତକୁ ପାଣିଆ ଡାଲି

ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନରେ ମିଳୁନି ଉନ୍ନତମାନର ଖାଦ୍ୟ। ପାଣିଆ ଡାଲି ଖାଉଛନ୍ତି ପିଲା।

Egg
ଅଣ୍ଡା ବଢ଼ାଉଛି ଅଡୁଆ ! ଖୋଲା ବଜାରରେ ଚଢ଼ା ଦର, ନିଅଣ୍ଟ ପଡୁଛି ଅଣ୍ଡା

ଅଣ୍ଡା ପାଇଁ ସରକାର ଦେଉଥିବା ଟଙ୍କା ପର୍ଯ୍ୟାପ୍ତ ହେଉନି କହିଲେ ଅଙ୍ଗନୱାଡ଼ି କର୍ମୀ ।

midday meal
ପୋକ ସାଲୁବାଲୁ ଚାଉଳରେ ପ୍ରସ୍ତୁତ ହେଲା ପୃଷ୍ଟିକର ମଧ୍ୟାହ୍ନ ଭୋଜନ, ୟାକୁ ପିଲା ଖାଇବେ ତ?

ବସ୍ତା ସାରା ଖାଲି ପୋକ ସାଲୁବାଲୁ ହେଉଛନ୍ତି। ଆଉ ଏଇ ଚାଉଳରେ ପିଲାଙ୍କ ପାଇଁ ତିଆରି ହୋଇଛି ମଧ୍ୟାହ୍ନ ଭୋଜନ। ଏ ପୃଷ୍ଟିକର ଖାଦ୍ୟ ଖାଇ ପିଲା ପାଠ ପଢିବେ କି ମେଡ଼ିକାଲରେ ଭର୍ତ୍ତି ହେବେ ସେଇ ଚିତ୍ର ଆପଣଙ୍କ ସାମ୍ନାରେ। ଦେଖନ୍ତୁ କେମିତି ଚାଲିଛି ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା...