ଦୁର୍ଘଟଣା ପରେ ସର୍ଚ୍ଚ ଓ ରେସ୍କ୍ୟୁ ଅପରେସନ୍ ଜାରି ରହିଛି। ଏହାସହ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ନୌସେନା ପକ୍ଷରୁ ସୂଚନା ଦିଆଯାଇଛି। ବିମାନଟି ବେସ୍କୁ ଫେରୁଥିବା ବେଳେ ଗୋଆରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।