ମଧ୍ୟରାତ୍ରରେ ଆତଙ୍କବାଦୀମାନେ ପ୍ରବାସୀ ଶ୍ରମିକଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ଏଥିରେ ସେ ଗୁରୁତର ଆହତ ହୋଇଥିଲେ। ଚିକିତ୍ସା ପାଇଁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା।ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।