ଦାନାପାଣି ଚିନ୍ତାରେ ପ୍ରାୟ ୪୦ ହଜାର ଶ୍ରମିକ ।
ଆଟାକିଂ ମୁଡ୍ ରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁ । ନବୀନ ସରକାର ଓ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପରେ ପ୍ରବଳ ବର୍ଷିଛନ୍ତି ।
ମାଓବାଦୀ ଦର୍ଶାଇ ରାତିଅଧିଆ ଗିରଫଦାରୀ ଯୋଗୁଁ ବହୁ ଗାଁ ପୁରୁଷଶୂନ୍ୟ । ଆଦିବାସୀଙ୍କ ଉପରେ ଦମନଲୀଳାକୁ ନେଇ ଘେରିଲେ ବିରୋଧୀ ।
ଗତବର୍ଷ ଠାରୁ ୨୧.୭୮ ପ୍ରତିଶତ ଅଧିକ ରାଜସ୍ୱ ସଂଗ୍ରହ ହୋଇଛି ବୋଲି କହିଛନ୍ତି ଖଣି ମନ୍ତ୍ରୀ ।