• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Mining Scam Odisha

Mining Scam
ଖଣି ଲୁଟେରା ଯିବେ ଝାରପଡ଼ା ଜେଲ୍; ଆକ୍ସନ ମୋଡ୍‌ରେ ମୁଖ୍ୟମନ୍ତ୍ରୀ

ଆରମ୍ଭ ହେଲାଣି ଖୋଳତାଡ଼। ଖଣି ମାଫିଆଙ୍କ ଛାତି ଧଡ଼ ଧଡ଼। ଖୋଲିବ ଖଣି ଦୁର୍ନୀତି ପେଡି। ଜେଲ୍ ଯିବେ ଖଣି ମାଫିଆଙ୍କ ସହ ମଧୁଚନ୍ଦ୍ରିକାରେ ଥିବା ଅଧିକାରୀ। ଶାହ କମିଶନ ନିର୍ଦ୍ଦେଶ ଅନୁସାରେ କେବଳ ଜରିମାନା ଦେଇ ଖସି ଯାଇଥିବା ଖଣି ମାଲିକ, ମାଫିଆ, ନେତା ଓ ଅଧିକାରୀଙ୍କୁ କାଠଗଡାକୁ ଟାଣିବାକୁ ମୋହନ ସରକାରର ପ୍ରସ୍ତୁତି।

Mining Scam
ଖଣି ମାଫିଆଙ୍କ ଛାତି ଧଡ଼ ଧଡ଼

ମୁଖ୍ୟମନ୍ତ୍ରୀଙ୍କ ନଜରରେ କିଏ ସେହି ଦୁର୍ନୀତିଖୋର ? ରାଜ୍ୟରେ ଖଣି ଦୁର୍ନୀତି ପଛରେ କିଏ ? କିଏ ଲୁଟିଛି ଡିଏମଏଫ ? କେଉଁ ଅଣଓଡିଆ ଖଣି ମାଫିଆ ଲୁଟୁଛନ୍ତି ଓଡିଶାକୁ? ସବୁର ତଦନ୍ତ କରି ଝାରପଡା ଜେଲ୍ ପଠାଇବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ।

Mining
ଖଣି ଖନନରେ କମ୍ପୁଛି ଗଗନ, ଭାଙ୍ଗୁଛି ଘରଦ୍ୱାର; ଗୁହାରୀ ପରେ ବି ଶୁଣୁ ନାହାଁନ୍ତି ସରକାର

ନା ଲୋକଙ୍କ ଧନଜୀବନ ପ୍ରତି ଦାୟିତ୍ୱ ରହୁଛି, ନା ସେମାନଙ୍କ ଆପତ୍ତି ଅଭିଯୋଗ ପ୍ରତି ଖାତିର ରହୁଛି । ଦୀର୍ଘଦିନ ହେଲା, ଖୋର୍ଦ୍ଧା ଭୋଗପୁର ଜନବସତି ଅଞ୍ଚଳରେ ଆଖିବୁଜା ପଥର ଖନନ କରି ଚାଲିଛି ଓଡ଼ିଶା ଖଣି ନିଗମ ।

odisha assembly
ବିରୋଧୀଙ୍କ ହଙ୍ଗାମା, ଗୃହ ଅଚଳ

କଂଗ୍ରେସର ଖଣି ସଂପର୍କିତ ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କରିନଥିବାରୁ ଆଜି ଆରମ୍ଭରୁ ଗୃହରେ ହଙ୍ଗାମା ହୋଇଥିଲା  । ଏ ନେଇ ବାଚସ୍ପତିଙ୍କୁ ତାଙ୍କ ଚ୍ୟାମ୍ବରରେ ଘେରାଇ କରିଥିଲେ ବିଜେପି ଓ କଂଗ୍ରେସ ବିଧାୟକ।