ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା ବେଳେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଗାଡ଼ିକୁ ଅଣ୍ଡା ମାଡ଼ ହୋଇଥିବା ସୂଚନା ମିଳିଛି।