ମଝିରେ ମଝିରେ ସରକାର ଓ ପ୍ରଶାସନ ଉପରେ ରୋଚକ ମନ୍ତବ୍ୟ ଦେଇ ସରକାରଙ୍କୁ ଅଡୁଆରେ ପକାଉଥିବା ସୌମ୍ୟଙ୍କ ଆଜିର ଗୁଗଲି ବିଭିନ୍ନ ମହଲରେ ଚର୍ଚ୍ଚାର ବିଷୟ ହୋଇଛି।
ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡର ଅଭିଯୁକ୍ତ ଗୋପାଳ ଦାସର ଡାଏରୀ କ୍ରାଇମବ୍ରାଞ୍ଚ ହାତରେ ଲାଗିଛି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ୍ ଗୋପାଳର ସରକାରୀ କ୍ୱାର୍ଟର୍ସ ଯାଞ୍ଚ କରିଥିଲା।
ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ତଦନ୍ତ ନେଇ ଡିଜିପି ସୁନୀଲ ବଂଶଲ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସମ୍ପୂର୍ଣ୍ଣ ସିଦ୍ଧାନ୍ତରେ ପହଞ୍ଚିବାକୁ ଟିକେ ସମୟ ଲାଗିବ।
ଗୋପାଳ ଦାସର ସୁରକ୍ଷା ନେଇ ଚିନ୍ତା ପ୍ରକଟ କଲେ ଜୟନାରାୟଣ
ମନ୍ତ୍ରୀଙ୍କୁ କାହିଁକି ଗୁଳି କଲା ଅଭିଯୁକ୍ତ ଗୋପାଳ । ତଦନ୍ତକାରୀ ଟିମ୍ ସହାୟତାରେ କାରଣ ଖୋଜୁଛି କ୍ରାଇମବ୍ରାଞ୍ଚ ।
ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା ଘଟଣାରେ ନବ ଦାସଙ୍କ ପିଏସ୍ଓଙ୍କୁ ସସ୍ପେଣ୍ଡ୍ କରାଯାଇଛି।
ଫିଟିନି ନବ ଦାସଙ୍କ ହତ୍ୟା ରହସ୍ୟ। ୨ ଦିନ ପରେ ବି ଅନ୍ଧାରରେ ପୂରା ରାଜ୍ୟ। ପରିବାର ଲୋକେ ବିରୋଧିଙ୍କୁ ଦାୟୀ କରୁଛନ୍ତି। ତେବେ ଏହା ପଛରେ ରହିଛି କି ଏକ ବଡ ଧରଣର ଷଡଯନ୍ତ୍ର? ଆସନ୍ତୁ ଜାଣିବା କିଏ କ’ଣ କହୁଛନ୍ତି।
କାହିଁକି ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କଲେ ପୋଲିସ୍ ASI ଗୋପଳ ଦାସ ? ଷଡ଼ଯନ୍ତ୍ର ନା ମାନସିକ ଦୁଃଚିନ୍ତା, କାରଣ କ’ଣ ? ସମୟ ଯେତେ ଗଡ଼ୁଛି ମାମଲାକୁ ନେଇ ବଢ଼ିବାରେ ଲାଗିଛି ସେତେ ସନ୍ଦେହ।
ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ଗୋପାଳ ଦାସଙ୍କୁ ଝାରସୁଗୁଡ଼ା JMFCଙ୍କ ଆବାସିକ କୋର୍ଟରେ ହାଜର ପରେ ଝାରସୁଗୁଡ଼ା ଉପକାରାଗାରକୁ ପଠାଯାଇଛି।
ଝାରସୁଗୁଡ଼ା ଜିଲ୍ଲା ଖେରୁଆଲ ଶ୍ମଶାନରେ ଆଜି ମନ୍ତ୍ରୀ ନବ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ନବ ଦାସଙ୍କ ପୁଅ ବିଶାଲ ଦାସ ମୁଖାଗ୍ନି ଦେଇଥିଲେ।
ଅନ୍ତିମ ଦର୍ଶନ ପାଇଁ ବିଭିନ୍ନ ଦଳର ରାଜନେତା ତଥା ସାଧାରଣ ଜନତା ସରବାହାଲ ସ୍ଥିତ ବାସଭବନରେ ପହଞ୍ଚିଛନ୍ତି
ହେଲେ ପ୍ରଶ୍ନ ଉଠୁଛି, ଜଣେ ମାନସିକ ରୋଗୀଙ୍କୁ କେମିତି ଦିଆଯାଇଥିଲା ଫାଣ୍ଡି ଦାୟିତ୍ୱ ?
ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି। ଝାରସୁଗୁଡ଼ା ଜିଲ୍ଲା ଗାନ୍ଧି ଛକରେ ଦୁର୍ବୃତ୍ତ ଆଜି ଗୁଳିମାଡ଼ କରିଛନ୍ତି। ତାଙ୍କ ଛାତିରେ ଗୁଳି ବାଜିଥିବା ସୂଚନା ମିଳିଛି।
ଗୁଳିମାଡ଼ରେ ମନ୍ତ୍ରୀ ନବ ଦାସଙ୍କ ସମେତ ଆଉ ଜଣେ ବ୍ୟକ୍ତି ଆହତ ହୋଇଥିବା ସୂଚନା ମିଳିଛି। ଗୁଳିମାଡ଼ ବେଳର ଛାତିଥରା ଦୃଶ୍ୟ ଏବେ ସାମ୍ନାକୁ ଆସିଛି।
ମନ୍ତ୍ରୀ ନବ ଦାସଙ୍କୁ କିଏ ଗୁଳିମାଡ଼ କରିଛି ତାହା ଜଣାପଡ଼ିଛି। ଜଣେ ପୋଲିସ ମନ୍ତ୍ରୀଙ୍କୁ ଗୁଳି କରିଛନ୍ତି।
ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି। ଝାରସୁଗୁଡ଼ା ଜିଲ୍ଲା ଗାନ୍ଧି ଛକରେ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ।
କଟକ ଆଚାର୍ଯ୍ୟ ହରିହର କର୍କଟ ରୋଗ କେନ୍ଦ୍ର ଆଗରେ ଡହ ଡହ ଖରାରେ ସିଝୁଛନ୍ତି ରୋଗୀ ଓ ସଂପର୍କୀୟ। ଯେଉଁମାନଙ୍କ ଦୁର୍ଦ୍ଦଶାକୁ ଲୋକଲୋଚନକୁ ଆଣିବାକୁ ଉଦ୍ୟମ ଚାଲିଛି।
ରୋଷେୟା ଲଳିତ ସାହୁ ପାଖକୁ ଏତେ ଟଙ୍କା କିଏ ଓ କାହିଁକି ପଠାଇଥିଲା? କେଉଁ ଆକାଉଣ୍ଟରୁ ଆସିଥିଲା ଟଙ୍କା? ଲଳିତଙ୍କ ଫୋନ କିଏ କଲା ଲକ୍? ଏସବୁ ପ୍ରଶ୍ନର ଉତ୍ତର କହିବ ମୃତ୍ୟୁର ରହସ୍ୟ...
ରୋଷେୟା ମୃତ୍ୟୁକୁ ୪ ଦିନ ବିତିଯାଇଥିଲେ ବି ସମସ୍ତେ ନୀରବ ରହୁଥିବାରୁ ଘଟଣା ଆହୁରି ରହସ୍ୟମୟ ଲାଗୁଛି ।