ୱେବ୍ ମିଡିଆ ଉପରେ ଦୋଷ ଲଦି ମନ୍ତ୍ରୀ ସମୀର ଦାଶ କହିଛନ୍ତି, କେତେକ ସ୍ଥାନରେ ଗଣମାଧ୍ୟମର ଭୂମିକା ଆବଶ୍ୟକତାରୁ ବେଶୀ ହେଉଛି। କିଛି ଗଣମାଧ୍ୟମ ଅନାବଶ୍ୟକ ଭାବେ ସ୍କୁଲରେ ପଶି ପାଠପଢ଼ାରେ ବାଧା ସୃଷ୍ଟି କରୁଛନ୍ତି।
ରାଜ୍ୟରେ ଏବେ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଯାଏଁ କ୍ଲାସରୁମ୍ ପାଠପଢ଼ା ଆରମ୍ଭ ହୋଇଛି । ତେବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଅଫଲାଇନ୍ ପାଠପଢ଼ା ଗତ ଦେଢ଼ ବର୍ଷ ଧରି ବନ୍ଦ ରହିଛି ।୨୫ ଅକ୍ଟୋବରରୁ ଆରମ୍ଭ ହୋଇଛି ଅଷ୍ଟମ ଶ୍ରେଣୀ କ୍ଲାସରୁମ୍ ପାଠପଢ଼ା।