ପ୍ରଧାନମନ୍ତ୍ରୀ ମୋଦିଙ୍କ କ୍ୟାବିନେଟ ସମ୍ପ୍ରସାରଣ ପୂର୍ବରୁ ଗଠନ ହେଲା ନୂତନ ମନ୍ତ୍ରାଳୟ । ଦେଶରେ ସମବାୟ ଆନ୍ଦୋଳନକୁ ମଜଭୁତ କରିବା ତଥା ଏହାକୁ ନୀତିଗତ ଢାଞ୍ଚା ଦେବା ଉଦ୍ଦେଶ୍ୟରେ ମିନିଷ୍ଟ୍ରି ଅଫ କୋଅପରେସନ ବା ସହଯୋଗ ମନ୍ତ୍ରାଳୟ ଭାବେ ଏହି ନୂତନ ମନ୍ତ୍ରାଳୟ ଗଠନ କରାଯାଇଛି ।