• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ministry Of Finance

Baijayant Panda
କେନ୍ଦ୍ର ଅର୍ଥ ମନ୍ତ୍ରାଳୟର ପରାମର୍ଶଦାତା କମିଟିରେ ସ୍ଥାନ ପାଇଲେ ବୈଜୟନ୍ତ

କେନ୍ଦ୍ର ଅର୍ଥ ମନ୍ତ୍ରାଳୟ କନସଲଟେଟିଭ୍ କମିଟିରେ ସ୍ଥାନ ପାଇଲେ ସାଂସଦ ବୈଜୟନ୍ତ ପଣ୍ଡା । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓ ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧରୀଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟିରେ ସଦସ୍ୟ ଭାବେ ସାମିଲ ହୋଇଛନ୍ତି କେନ୍ଦ୍ରାପଡ଼ା ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ।