ଜମ୍ମୁ କାଶ୍ମୀରର ଅନନ୍ତନାଗ ଅଞ୍ଚଳରେ ଅଭାବନୀୟ ଘଟଣା । ଗୋଟିଏ ପରିବାର ୮ ଜଣଙ୍କର ଦୁଃଖଦ ମୃତ୍ୟୁ...
ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ । ଏହି ନିଆଁରେ ଜୀବନ୍ତ ଜଳିଗଲା ୫ ବର୍ଷର ଶିଶୁ । ଘଟଣାରେ ୨ଜଣ ଗୁରୁତର ଅଛନ୍ତି ।
ଖେଳିବାକୁ ଯାଇ ନାଳରେ ବୁଡ଼ି ପ୍ରାଣ ହରାଇଲେ ୨ ନିରୀହ ଛୁଆ ।
ଭାଇରାଲ ଅଡିଓ ନେଇ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ କଟକ ଏସ୍ପି । ଜଣେ ଅତିରିକ୍ତ ଏସ୍ପିଙ୍କୁ ଘଟଣାର ତଦନ୍ତ ଦାୟିତ୍ୱ ମଧ୍ୟ ଦିଆଯାଇଛି ।
ସାଇଣ୍ଟିଫିକ୍ ତଦନ୍ତର ରିପୋର୍ଟ ଓ ମୃତକ ନାବାଳକ ସଂଜିତ ବିଶ୍ୱାଳଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଅଣାଯିବ ବୋଲି କହିଛନ୍ତି ଏସପି । ଟୁସର ଗାଁରେ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ମୁତୟନ କରାଯାଇଛି ।
ଘର ନିକଟ ଛାତ ଉପରେ ଥିବା ପାଣି ଟାଙ୍କିରୁ ୯ ବର୍ଷ ଶିଶୁର ପଚା ଶବ ଉଦ୍ଧାର କରାଯାଇଛି। ନିଖୋଜର ୨ ଦିନ ପରେ ପାଣି ଟାଙ୍କି ଭିତରୁ ମିଳିଲା ମୃତଦେହ।
କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ପ୍ରଶ୍ନ ଉଠାଇଛି ବିଜେପି । ପାରିପାର୍ଶିକ ସ୍ଥିତିରୁ ଏହା ଦୁଷ୍କର୍ମ ଏବଂ ହତ୍ୟା ବୋଲି କହିଛି ବିଜେପି । ବରିଷ୍ଠ ବିଜେପି ନେତା ମୂରଲୀ ମନୋହର ଶର୍ମାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ କେନ୍ଦୁଝର ଏସପିଙ୍କୁ ଭେଟି ଏହି ଦାବି କରିଛନ୍ତି