ଯାଜପୁର ବରୀରେ ୮ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ପୀଡ଼ିତା ନାବାଳିକାଙ୍କ ଘର ନିକଟର ଜଣେ ପଡ଼ୋଶୀ ତାଙ୍କ ପ୍ରତି ଏଭଳି ପାଶବିକ ଅତ୍ୟାଚାର କରିଥିବା ନେଇ ବରୀ ଥାନାରେ ଅଭିଯୋଗ ହୋଇଛି।
ଏନେଇ ସେମାନେ ମା’ଙ୍କୁ ଜଣାଇବା ପରେ ସେ ତାଙ୍କୁ ସମର୍ଥନ କରିବା ପରିବର୍ତ୍ତେ ତାଙ୍କୁ ନିର୍ଯାତନା ଦେବା ଆରମ୍ଭ କରିଥିଲେ। ଆଶ୍ଚର୍ଯ୍ୟର କଥା, ଯଦି ସେ ଏକଥା ବାହାରେ ପ୍ରକାଶ କରେ ତେବେ ତାଙ୍କୁ ଜୀବନରୁ ମାରି ଦେବାକୁ ଧମକ ଦେଇଥିଲେ ମା’।ଏଥିରେ ଭୟଭୀତ ହୋଇ ଝିଅଟି ଗାଜିଆବାଦ ଘର ଛାଡି ଦିଲ୍ଲୀ ପଳାଇଥିଲା।
ଏୟାରଫିଲ୍ଡ ଥାନା କେଳା ବସ୍ତିରେ ଘଟିଛି ଏହି ଲଜ୍ଜାଜନକ ଘଟଣା ।
ରାଜଧାନୀ ଦିଲ୍ଲୀରେ ଲୋମଟାଙ୍କୁରା କାଣ୍ଡ । ସ୍ନେହ, ଶ୍ରଦ୍ଧା, ବିଶ୍ୱାସରେ ଅଙ୍କଲ୍ ଡାକୁଥିବା ଝିଅ ସହ ଯାହା ଘଟିଯାଇଛି, କେହି ସ୍ୱପ୍ନରେ ଭାବିନଥିବେ..
ରାଜଧାନୀ ଦିଲ୍ଲୀରେ ଲୋମଟାଙ୍କୁରା କାଣ୍ଡ..ସ୍ନେହ, ଶ୍ରଦ୍ଧା ଆଉ ବିଶ୍ୱାସରେ ଅଙ୍କଲ୍ ଡାକୁଥିବା ଝିଅ ସହ ଆଜି ଯାହା ଘଟିଯାଇଛି, ନା କେହି କଳନା କରିଥିବେ ନା କେହି ସ୍ୱପ୍ନରେ ଭାବିଥିବେ ।
ମଣିଷ ପ୍ରକୃତି ମଲେ ବଦଳେ । ୧୦ ବର୍ଷ ଜେଲ ଦଣ୍ତ ଭୋଗିବା ପରେ ବି ସୁଧୁରିଲାନି ମଣିଷରୂପି ରାକ୍ଷସ ।
୧୨ ବର୍ଷର ନାବାଳିକାକୁ ଘରେ ଛାଡ଼ିଦେବ ବୋଲି କହି ସାଇକେଲରେ ଆଣିଲା ଦୁର୍ବୃତ୍ତ। ହେଲେ ନିର୍ଦ୍ଦୟ ଭାବେ ଦୁଷ୍କମ କରିବା ସହ ଦେଇଥିଲା ନାରକୀୟ ଯନ୍ତ୍ରଣା। ଶୁଣିଲେ ଆପଣଙ୍କ ହୃଦୟ ବି ଥରିଯିବ।