ଦେହରେ ଡିଜେଲ ଢାଳି ନିଜକୁ ଜାଳିଦେଲା ୧୭ ବର୍ଷୀୟ ନାବାଳକ । କଟକ ପୁରୀଘାଟ ଥାନା ମଠସାହିରେ ଘଟିଛି ଏହି ଅଭାବନୀୟ ଘଟଣା । ମୃତ ନାବାଳକର ଘର ପଶ୍ଚିମବଙ୍ଗରେ ।
ଖବର ପାଇ ପୋଲିସ ଗଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଅନ୍ୟପଟେ କୁହାଯାଉଛି ଯେ, ଭୁଲ ବସତଃ କିମ୍ବା ଅଜାଣତରେ ପିଲାମାନେ ବିଷ ପିଇ ଥାଇପାରନ୍ତି ।