ପ୍ରଶାସନକୁ ଦାୟୀ କରିଛନ୍ତି ଭୁବନେଶ୍ବର ମେୟର ସୁଲୋଚନା ଦାସ । ସେ କହିଛନ୍ତି, ମନ୍ଦିରକୁ ଚଢିବା ବାଟରେ ବାଲି ପଡ଼ିନଥିଲା । ଗୋଡ଼ ନଖସିବାକୁ ମନ୍ଦିର ଚଢିବା ବାଟରେ ବାଲି ପଡ଼ିଥାଏ ।
ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ହାତୀ ମୃତଦେହ ଠାବ। ମୃତ ହାତୀର ବୟସ ପ୍ରାୟ ୪୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ହାତୀର ମୃତ୍ୟୁ କେମିତି ହେଲା ସେ ନେଇ ଦେଖନ୍ତୁ ଏ ଭିଡିଓ
ସୁବର୍ଣ୍ଣପୁର : ସୁବର୍ଣ୍ଣପୁରରେ ସଡ଼କ ଦୁର୍ଘଟଣା। ଅଳ୍ପକେ ବର୍ତ୍ତିଲେ ବହୁ ଯାତ୍ରୀ। ସୋନପୁର-ସମ୍ବଲପୁର ରାସ୍ତାର ଅଇଁଲାଛାଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୮ ଜଣ ଆହତ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି। ଆହତ ମାନଙ୍କୁ ଉଲୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସଟି ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।