ପୂର୍ବରୁ ସେ ଜଣେ ମେକାପ ଆଟିଷ୍ଟ ଭାବେ ବିଭିନ୍ନ ର୍କୋସ କରି ପରିଚିତ ଥିଲେ। ସେ ଇଣ୍ଟରନେଟରୁ ମଡେଲିଂ ବିଷୟରେ ଜାଣିବାକୁ ପାଇ ସେଥିପ୍ରତି ମନ ବଳାଇଥିଲେ। ଦିଲ୍ଲୀର ଏକ ହୋଟେଲରେ ଆୟୋଜିତ ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ସେ ଭାଗ ନେଇଥିଲେ।