'ଜାତୀୟ ଚଳଚ୍ଚିତ୍ର ପୁରସ୍କାର' ସମାରୋହରେ ପହଞ୍ଚିଛନ୍ତି ମିଥୁନ୍ ଚକ୍ରବର୍ତ୍ତୀ । ତାଙ୍କୁ ଆଜି ଦାଦାସାହେବ ଫାଲ’କେ ପୁରସ୍କାରରେ ସମ୍ମାନିତ କରାଯିବ। ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିବେ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ମିଥୁନ୍ ଖୁସି ବ୍ୟକ୍ତ କରିଛନ୍ତି।
ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ସମ୍ମାନ । ଭାରତୀୟ ସିନେମାରେ ବିଶିଷ୍ଟ ଅବଦାନ ପାଇଁ ମିଳିବ ଫାଲକେ ସମ୍ମାନ ।
ବରିଷ୍ଠ ଅଭିନେତା-ରାଜନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ କୋଲକାତାର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯିବା ଖବର ସାମ୍ନାକୁ ଆସିଛି। ତେବେ ତାଙ୍କ ବୋହୂ ମଦାଲସା ଶର୍ମା ଏହି ରିପୋର୍ଟକୁ ଖଣ୍ଡନ କରି ଆଉ କିଛି କହିଛନ୍ତି। ଡାକ୍ତରୀ ରିପୋର୍ଟ କହୁଛି ତାଙ୍କୁ ହୋଇଛି ଏହି ରୋଗ।
୭୩ ବର୍ଷୀୟ ମିଥୁନ ଆଜି ସକାଳେ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ସେଥିପାଇଁ ତାଙ୍କୁ କୋଲକାତାର ଏକ ଘରୋଇ ମେଡିକାଲ୍ରେ ଭର୍ତ୍ତି କରାଯାଇଛି।
ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ପଦ୍ମ ଭୂଷଣ ପୁରସ୍କାରରେ ସମ୍ମାନିତ କରାଯିବ। ଗତ ବର୍ଷ ସେପ୍ଟେମ୍ବର ମାସରେ ଏହି ପୁରସ୍କାର ପାଇଁ ନାମାଙ୍କନ ପତ୍ର ମଗା ଯାଇଥିଲା। ବର୍ତ୍ତମାନ ଗଣତନ୍ତ୍ର ଦିବସ ଅବସରରେ, ଏହି ପୁରସ୍କାର ବିଜେତାମାନଙ୍କ ନାମ ତାଲିକା ପ୍ରକାଶ ପାଇଛି।
ନିକଟରେ ଏକ କାର୍ଯ୍ୟକ୍ରମ ଅବସରରେ ମିଥୁନ ତାଙ୍କ ପୁଅକୁ ନେଇ ଭାବପ୍ରବଣ ହୋଇପଡିଥିଲେ। ସେ ନିଜକୁ ଜଣେ ବହୁତ ଖରାପ ବାପା ବୋଲି ମଧ୍ୟ କହିଛନ୍ତି। ହେଲେ ସେ ଏମିତି କାହିଁକି କହିଲେ, ଆସନ୍ତୁ ଜାଣିବା…
ଏମାନଙ୍କ ବୟସ ହେଲାଣି ୭୦ ଉପରେ। ଆଜି ବି ଏମାନେ ପରଦାରେ ଯୁବ ଅଭିନେତାଙ୍କୁ ମଧ୍ୟ ପଛରେ ପକେଇ ଦିଅନ୍ତି। ଦର୍ଶକମାନେ ଏମାନଙ୍କ ଝଲକ ପାଇବା ପାଇଁ ସବୁବେଳେ ଉତ୍ସାହର ସହିତ ଚାହିଁ ବସିଥାନ୍ତି। ତେବେ ଆସନ୍ତୁ ବଲିଉଡର ଏପରି ୬ଟି ତାରକାଙ୍କ ଉପରେ ନଜର ପକେଇ ନେବା।
ଆଜି ରାଘବ ଜୁୟାଲ ଜଣେ ଜଣାଶୁଣା ଚେହେରା। ତାଙ୍କ ଡାନ୍ସ ପାଇଁ ଆଜି ସମସ୍ତେ ପାଗଳ। କିନ୍ତୁ ‘ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ’ରୁ ତାଙ୍କୁ କାଟି ଦିଆଯାଇଥିଲା। ମିଥୁନ୍ଙ୍କ ଗୋଟିଏ ନିଷ୍ପତ୍ତି ହିଁ ତାଙ୍କୁ ଏତେ ବାଟ ନେଇ ଆସିଲା।