କଟା ଯାଇଥିବା ଗଛ ପାଇଁ ଉପଯୁକ୍ତ କ୍ଷତିପୂରଣ ଦାବି । ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମେତ ୧୦ ଜଣଙ୍କୁ ପକ୍ଷଭୁକ୍ତ କରି ମାମଲା ।
୨୭୫ କୋଟି ଟଙ୍କା ବ୍ୟୟରେ ଏହି ସ୍ଥାନରେ ର୍ନିମାଣ ହେବ ୧୦ ମହଲା ଓ ୧୧ ମହଲା ବିଶିଷ୍ଟ ଆପାର୍ଟମେଣ୍ଟ । ଏଥିରେ ୩୦୦ଟି କ୍ୱାର୍ଟର ରହିବ ।
ବିଧାୟକ କ୍ୱାର୍ଟର ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ବାଚସ୍ପତି । ଏହି ଅବସରରରେ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ବାଚସ୍ପତି ।