ବଢିପାରେ ବିଧାୟକଙ୍କ ବେତନ..ବିଧାନସଭାର କମିଟି କଲା ସୁପାରିଶ..ଦରମା ଓ ଭତ୍ତା, ଅଢେଇ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ସୁପାରିସ ହୋଇଛି
ବିଧାନସଭା କାର୍ଯ୍ୟ ପରାମର୍ଶଦାତା କମିଟିର ସୁପାରିଶ । ପୂର୍ବତନ ବିଧାୟକଙ୍କ ପେନ୍ସନ୍ ଲକ୍ଷେ କରିବାକୁ ବି କମିଟି ପକ୍ଷରୁ ପ୍ରସ୍ତାବ ।
୧୮ ବିଧାୟକଙ୍କ ମଧ୍ୟରେ ଅଧିକାଂଶ ଶାସକ ଦଳର ବୋଲି କୁହାଯାଉଛି ।
ଦରମା ୧ ଲକ୍ଷରୁ ୩ ଲକ୍ଷକୁ ବଢ଼ାଇବାକୁ ଦାବି । ପୂର୍ବତନ ବିଧାୟକ କହିଲେ ପେନ୍ସନ୍ ୫୦ହଜାର ଦିଅ ।
ମାଟ୍ରିକ ପାସ୍ କରିବାର ଇଛା ମନରୁ ହଟି ନଥିଲା ବୋଲି କହିଥିଲେ ଅଙ୍ଗଦ।
ସରକାର ନ ଶୁଣିବାରୁ ନାଳ ଭିତରେ ପଶି ପ୍ରତିବାଦ କରିଛନ୍ତି ବିଧାୟକ ମହମ୍ମଦ ମୋକିମ।
କଟା ଯାଇଥିବା ଗଛ ପାଇଁ ଉପଯୁକ୍ତ କ୍ଷତିପୂରଣ ଦାବି । ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମେତ ୧୦ ଜଣଙ୍କୁ ପକ୍ଷଭୁକ୍ତ କରି ମାମଲା ।
ମହାନଦୀ ବଞ୍ଚାଓ ଆନ୍ଦୋଳନ ପକ୍ଷରୁ ତେଜିଥିବା ଗଛ ନିପାତ ବିରୋଧୀ ଅଭିଯାନ ସ୍ୱର ସହ ସ୍ୱର ମିଳାଇଛନ୍ତି ବୁଦ୍ଧିଜୀବୀ, ପରିବେଶବିତ୍, ରାଜନେତା ଓ ବୃକ୍ଷପ୍ରେମୀ ।
ଗତ ୬ ମାସ ତଳେ ଏହି ସ୍କୁଲଟିକୁ ମଡେଲ ସ୍କୁଲ ଭାବେ ନୂଆ କରି ତିଆରି ହୋଇଥିଲା l
ଦୋକାନ ବଜାର ବନ୍ଦ । ଗାଡ଼ିମୋଟର ବନ୍ଦ । ରାସ୍ତାରେ ଅଟକଛି ଶହ ଶହ ଟ୍ରକ୍ । ସକାଳ ୬ରୁ ସଂଧ୍ୟା ୬ ଯାଏଁ ବିଜେପିର ବନ୍ଦ ପାଳନକୁ ନେଇ ଆଜି ଦେବଗଡ଼ରେ ଠପ୍ ପଡିଯାଇଥିଲା ଜୀବନଯାତ୍ରା ।
ବାହାଘରର ସମସ୍ତ ଖର୍ଚ୍ଚ ବହନ କଲେ। ଭୋଜିଭାତ ଦେଲେ। ଶେଷରେ ଘରକରଣା ସାମଗ୍ରୀ ଓ ଉପହାର ଦେଇ ଝିଅକୁ ପଠାଇଲେ ଶାଶୁଘର। ଦେଖନ୍ତୁ ଏହି ନିଆରା ବିବାହ ଉତ୍ସବ...
ବାଣପୁର ବ୍ଲକ ଅଫିସ ସାମ୍ନାରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଦିନ ଲୋକଙ୍କ ଉପରେ ଗାଡ଼ି ମଡ଼ାଇଥିଲେ ବିଧାୟକ ।
ଦୁର୍ନୀତି ଲୁଚାଇବାକୁ ଗୃହକୁ ବାରମ୍ବାର ମୁଲତବି ରଖାଯାଉଛି, ମହାପ୍ରଭୁ ମୁଖ୍ୟମନ୍ତ୍ରୀ ଓ ବିଜେଡି ଦଳକୁ ସଦ୍ବୁଦ୍ଧି ଦିଅନ୍ତୁ, ଅଭିଯୁକ୍ତ ମନ୍ତ୍ରୀଙ୍କୁ ତୁରନ୍ତ ଦଳରୁ ବହିଷ୍କାର କରନ୍ତୁ ମୁଖ୍ୟମନ୍ତ୍ରୀ, ବିଜେଡିର ସଦ୍ବୁଦ୍ଧି ଫେରିବା ଯାଏଁ ଲଢେଇ ଜାରି ରହିବ: ତାରା ପ୍ରସାଦ ବାହିନୀପତି
ଆଜି ବି ଚାଲିପାରିଲାନି ବିଧାନସଭା.. ଗୃହ ଭିତରେ ବିରୋଧୀଙ୍କ ହଟ୍ଟଗୋଳ ସାଙ୍ଗକୁ ଶାସକ ବିଜେଡି ବିଧାୟକମାନେ ବି ଜୟୀ ରାଜଗୁରୁଙ୍କ ମୁଖା ପିନ୍ଧି କେନ୍ଦ୍ର ସରକାରଙ୍କ ବିରୋଧରେ ପ୍ରତିବାଦ କରିଛନ୍ତି.. ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଦାବିରେ କଂଗ୍ରେସ ବାଚସ୍ପତିଙ୍କ ପୋଡିୟମ ଘେରିଥିବା ବେଳେ ବିଜେପି ମଧ୍ୟ ପୋଷ୍ଟର କଳା ଗାମୁଛା ପକାଇ ବିରୋଧ ପ୍ରଦର୍ଶନ କରିଛି..
ବିଜେଡି କନ୍ଦଳ ଏବେ ହାଟରେ ପଡି ଦାଣ୍ଡରେ ଗଡୁଛି । ମୁକୁଟ ପିନ୍ଧିବାକୁ ସମସ୍ତେ ହାଇଁପାଇଁ । ଆରମ୍ଭ ହୋଇଗଲାଣି ଗୋଛି କଟାକଟି।
'ବିଜେଡି ଗୋଟେ ବାହୁବଳୀ ଦଳ। ଏ ଦଳ ଆଗେ କହୁ ଗ୍ଯାସ୍ ଓ ପେଟ୍ରୋଲରୁ କେତେ ଲୁଟୁଛି। ବିଜେଡି କଣ ଭଗବାନ କି?'
ଦୀର୍ଘ ୯ ଘଣ୍ଟାର ଜେରା ପରେ ଇଡିରୁ ବାହାରିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। EDରୁ ଫେରିବା ପରେ ବିଧାୟକ ପ୍ରଦୀପ ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି ।
ସଡ଼କ ତିଆରି ହୋଇ ପାରିଲାନି ବୋଲି ଇସ୍ତଫା ଦେଲେ ବିଧାୟକ । ଲୋକଙ୍କ ସେବା ପାଇଁ ନିର୍ବାଚିତ ହୋଇଥିବା ବେଳେ ଲୋକଙ୍କ କାମରେ ନଲାଗିବାରୁ ଏପରି ଚରମ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି ।
ସରକାରଙ୍କ ନିୟମକୁ ବିରୋଧ କରି ସ୍ଥାନୀୟ ଲୋକଙ୍କ ଆନ୍ଦୋଳନକୁ ସମର୍ଥନ କରୁଥିବାରୁ କାଳେ ସେ ଏଥିରୁ କିଛି ଫାଇଦା ନେଇଯିବେ, ଏଥିପାଇଁ ତାଙ୍କ ଗାଡିକୁ ବୋମାମାଡ ହୋଇଥିବା ବିଧାୟକ ସନ୍ଦେହ କରିଛନ୍ତି।
ଆଗକୁ ପଞ୍ଚାୟତ ନିର୍ବାଚନ ଯେଉଁଥିରେ ଶିକ୍ଷକମାନଙ୍କର ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ। ତେଣୁ ପଞ୍ଚାୟତ ନିର୍ବାଚନ ବୈତରଣୀ ଶିକ୍ଷକଙ୍କ ଦ୍ୱାରା ପାର ହେବା ଲାଗି ଶାସକ ଦଳ ଏପରି ହୀନ ଚକ୍ରାନ୍ତ କରିଛି ବୋଲି ବିଜେପି ଓ କଂଗ୍ରେସ ଅଭିଯୋଗ ଆଣିଛନ୍ତି।
ଆନ୍ଧ୍ର ପ୍ରଦେଶର ପୂର୍ବତନ ବିଧାୟକଙ୍କ ଗିରଫ ମାମଲା। ଲୋକଙ୍କୁ ମିଛ କହି ଟଙ୍କା ଠକେଇ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ୱେଲଫେୟାର ଗ୍ରୁପ୍ ଅଫ୍ କମ୍ପାନୀ ନା ରେ ୧୨୦୦ କୋଟି ଟଙ୍କାର ଠକେଇ କରିବାର ଅଭିଯୋଗ ରହିଛି।