ରାଉରକେଲାରୁ ବେଦବ୍ୟାସ ଯାଉଥିବା ଏକ ମୋ ବସ୍ ଟିସିଆଇ ଛକ ନିକଟରେ ଜଳି ଯାଇଛି।
ଆଉ ୩ଟି ଜିଲ୍ଲାରେ ‘ମୋ ବସ୍’ ସେବା,CRUT ଦ୍ୱାରା ମୋ ବସ୍ ଚାଲିବା ନେଇ ନଗର ଉନ୍ନୟନ ବିଭାଗର ବିଜ୍ଞପ୍ତି
କେତେବେଳେ ସାଧାରଣ ଲୋକଙ୍କୁ ତ ଆଉ କେତେବେଳେ ବଡ଼ବଡ଼ ଅଫିସରଙ୍କୁ ଧକ୍କା ଦେଇ ମୋବସ୍ ଚର୍ଚ୍ଚାରେ ରହିଛି । ଅନେକ ବ୍ୟକ୍ତି ଦୁର୍ଘଟଣା ଲାଗି ମୋ ବସ୍ ଡ୍ରାଇଭରଙ୍କ ବେପରୁଆ ଗାଡ଼ିଚାଳନାକୁ ଦାୟୀ କରିଥାନ୍ତି । ହେଲେ ମଙ୍ଗଳବାର କଟକ ଅତିରିକ୍ତ ଜିଲ୍ଲାପାଳଙ୍କ ଗାଡ଼ି ଏୟାରପୋର୍ଟକୁ ଯିବା ସମୟରେ ମୋ ବସ୍ ସହ ଧକ୍କା ହୋଇଥିଲା । ପ୍ରଶ୍ନ ଉଠିଥିଲା ଭୁଲ୍ କାହାର?
ନିୟମ କାନୁନ କିଛି ମାନୁନି ମୋ ବସ୍ । ପିପିଲି ବଜାର ଦେଇ ଯିବା ପରିବର୍ତ୍ତେ ବାଇପାସ୍ରେ ପଳାଉଛି ବସ୍ । ହନ୍ତସନ୍ତ ହେଉଛନ୍ତି ଯାତ୍ରୀ
କନ୍ଦରପୁରରୁ ଧବଳେଶ୍ୱର ଅଭିମୁଖେ ଯାଉଥିବା ୮୩ ନମ୍ବର ରୁଟ୍ର ଏକ ମୋ ବସ୍ ରାଜବଗିଚା ନିକଟରେ ହଠାତ ଖରାପ ହୋଇଯାଇଥିଲା । ଫଳରେ ବସ୍ର ଦୁଇଟି ଯାକ ଡୋର ଖୋଲି ନଥିଲା ।
ଧରାପଡ଼ିଲେ ‘ମୋ ବସ୍’ରେ ଚୋରି କରୁଥିବା ଗ୍ୟାଙ୍ଗ। ୨ ଲୁଟେରାଙ୍କୁ କମିଶନରେଟ୍ ପୋଲିସ୍ ଗିରଫ କରିଛି।
ଗତକାଲି ରାଜଧାନୀ ଭୁବନେଶ୍ୱରରେ ‘ମୋ ବସ୍’ରୁ ଜଣେ ଯାତ୍ରୀଙ୍କ ଠାରୁ ୧୫ ହଜାର ଟଙ୍କା ଲୁଟ୍ ହୋଇଥିବା ବେଳେ ଆଜି ଦୁଇ ଜଣ ଛାତ୍ରୀଙ୍କ ମୋବାଇଲ୍ ଚୋରି ହୋଇଯାଇଛି।
ସାବଧାନ୍ ! ଯଦି ମୋ ବସ୍ ରେ ଆପଣ ଯାଉଛନ୍ତି ତେବେ ସତର୍କ ଥିବେ । କେତେବେଳେ ବି ହୋଇପାରନ୍ତି ଲୁଟର ଶିକାର
ମୋ ବସ୍ରେ ବଢୁଛି ଚୋରି । କ୍ୟାନସର ରୋଗୀଙ୍କଠୁ ଲୁଟିନେଲେ ୧୫ ହଜାର ।
‘ମୋ ବସ୍’ରେ ଜଣେ କ୍ୟାନ୍ସର ରୋଗୀଙ୍କଠାରୁ ୧୫ ହଜାର ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏମ୍ସ ହସ୍ପିଟାଲ୍ରୁ କଟକ OMP ଛକ ଯାଉଥିବା ୧୯ ନମ୍ବର ‘ମୋ ବସ୍’ରେ ଏହି ଚୋରି ହୋଇଛି।
କେହି କିଛି ବୁଝିବା ଆଗରୁ ଯୁବକ ଜଣକ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରି ହଠାତ୍ ଡ୍ରାଇଭର ବସିଥିବା ସିଟ୍ର କାଚ ଡୋର୍କୁ ଏକ ଲୁହା ରଡ୍ରେ ବାଡ଼େଇ ଭାଙ୍ଗିଥିଲେ।
୧୨୧ ସିଟି ବସ୍କୁ ବିକି ଦେଲା କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ ବା କ୍ରୁଟ୍ । ଏସବୁ ବସ୍କୁ ଏକ ସ୍କ୍ରାପେଜ୍ ସଂସ୍ଥାକୁ ବିକ୍ରି କରି ଦେଇଥିବା ଜଣାପଡିଛି । ଭୁବନେଶ୍ୱର-ପୁରୀ ସିଟି ବସ୍ ସେବା ପାଇଁ ୨୦୧୦ ମସିହାରେ JNNURM ଅଧୀନରେ ଏହି ବସ କିଣାଯାଇଥିଲା ।
ଦରମା ବୃଦ୍ଧି ଦାବିରେ ‘ମୋ ବସ୍’ ଡ୍ରାଇଭର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ ଆଜି ଭୁବନେଶ୍ୱରର ୧୪ଟି ରୁଟ୍ରେ ‘ମୋ ବସ୍’ ଚଳାଚଳ ବନ୍ଦ ରହିଛି। ଦରମା ବୃଦ୍ଧିକୁ ନେଇ ଡ୍ରାଇଭରମାନେ ଆନ୍ଦୋଳନ କରୁଥିବାରୁ ଭୁବନେଶ୍ୱରର ୧୪ଟି ରୁଟ୍ରେ ‘ମୋ ବସ୍’ ଚଳାଚଳ କରୁନି।
ରାଜଧାନୀରେ ଗଡ଼ିଲା ମୋ ବସ୍ । ଆଜିଠାରୁ ୧୬ଟି ରୁଟରେ ମୋ ବସ ସେବା ଆରମ୍ଭ ହୋଇଛି । ପ୍ରାଥମିକ ପର୍ଯ୍ୟାୟରେ ୮୭ଟି ବସ ଚାଲିବ । ସୋମବାରରୁ ଶୁକ୍ରବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମୋ ବସ ଚାଲୁ ରହିବ ।
ପ୍ରାଥମିକ ପର୍ଯ୍ୟାୟରେ ୮୭ଟି ବସ ଚାଲିବ । ସୋମବାରରୁ ଶୁକ୍ରବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମୋ ବସ ଚାଲୁ ରହିବ ।