ଫାଇଭ୍ -ଟି ଚାର୍ଟର ଓ ‘ମୋ ସରକାର’ ହଟାଇବାକୁ ଜିଏ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ ସିସିଆର୍ରୁ ହଟିଲା ଫାଇଭ୍ -ଟି ଚାର୍ଟର।