୨୦୧୯ରେ ମୋକିମଙ୍କ ପ୍ରତିପକ୍ଷ ଥିବା ପୂର୍ବତନ ବିଜେଡି ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ଅଭିଯୋଗ ଉପରେ ଶୁଣାଣି କରି ରାୟ ଶୁଣାଇଥିଲେ ଉଚ୍ଚ ଅଦାଲତ। ସେହି ରାୟ ବିରୋଧରେ ସୁପ୍ରିମକୋର୍ଟରେ ହାଜର ହୋଇଥିଲେ ମହମ୍ମଦ ମୋକିମ।
ଚିରଞ୍ଜୀବ ବିଶ୍ୱାଳ ଓ ମହମ୍ମଦ ମୋକିମଙ୍କୁ ଦଳରୁ ସସପେଣ୍ଡ କରାଯିବା ପରେ ଏମିତି ପ୍ରତିକ୍ରିୟା ରଖିଲେ ବିଧାୟକ ସୁରେଶ ରାଉତରାୟ । କହିଲେ, କେତେ ଯିବେ କେତେ ଆସିବେ । ଧୈର୍ଯ୍ୟ ଧର ।
ସରକାର ନ ଶୁଣିବାରୁ ନାଳ ଭିତରେ ପଶି ପ୍ରତିବାଦ କରିଛନ୍ତି ବିଧାୟକ ମହମ୍ମଦ ମୋକିମ।