• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Mohan Charan Majhi

CM Mohan Majhi on GST Reform
GST Reform: କେନ୍ଦୁପତ୍ର ତୋଳାଳିଙ୍କୁ ବଡ଼ ଉପହାର, କେନ୍ଦ୍ରକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଜିଏସଟିରେ ଅଣାଯାଇଥିବା ଐତିହାସିକ ସଂସ୍କାରରେ ଉପକୃତ ହେବେ ନିମ୍ନ ମଧ୍ୟବିତ୍ତ ବର୍ଗ। କେନ୍ଦୁପତ୍ର ଉପରୁ ଜିଏସଟି ୧୮ରୁ ୫ ପ୍ରତିଶତକୁ କମିଛି। ଏହାଦ୍ବାରା କେନ୍ଦୁପତ୍ର ତୋଳାଳିଙ୍କ ଉପାର୍ଜନ ବଢ଼ିବ। ଏଭଳି ଜିଏସଟି ପରିଷଦ ବୈଠକରେ ହୋଇଥିବା ବିଭିନ୍ନ ନିଷ୍ପତ୍ତି ପାଇଁ ଦିଲ୍ଲୀରେ ପ୍ରେସମିଟ୍ କରି କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

 Ama Shasana
ଆରମ୍ଭ ହେଲା ‘ଆମ ଶାସନ’... ଫୋନ କଲେ ମୁଖ୍ୟମନ୍ତ୍ରୀ, ପଚାରିଲେ ପାଉଛ ତ ସରକାରୀ ସୁବିଧା ?

ସରକାରଙ୍କ ସେବା କିଭଳି ମିଳୁଛି ସେ ବାବଦରେ ନେବେ ଫିଡବ୍ୟାକ୍ । ରାଜ୍ୟ ସରକାର ଯୋଗାଉଥିବା ସବୁସେବା ଠିକ୍ ଭାବେ ଉପଲବ୍ଧ ହେଉଛି କି ନାହିଁ, ସେନେଇ ଲୋକଙ୍କଠାରୁ ମତାମତ ନିଆଯିବ । କ୍ଷେତ୍ର ପରିଦର୍ଶନ ସମୟରେ ସମୟରେ ସରକାରୀ ଅଧିକାରୀମାନେ ମୋବାଇଲ୍ ଆପ୍ ମାଧ୍ୟମରେ ଲୋକଙ୍କ ମତାମତ ନେବେ ।

ଦିଲ୍ଲୀରେ ହେବ ବଡ଼ ଆଲୋଚନା
ଦିଲ୍ଲୀରେ ହେବ ବଡ଼ ଆଲୋଚନା, ହେବ କି ମନ୍ତ୍ରିମଣ୍ଡଳରେ ବଡ଼ ପରିବର୍ତ୍ତନ

ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ହୋଇପାରେ ଆଲୋଚନା।

PM Kisan
PM Kisan: ଚାଷୀଙ୍କ ଖାତାକୁ ଗଲା ପିଏମ୍ କିଷାନ ଟଙ୍କା

ଚାଷୀଙ୍କ ଆକାଉଣ୍ଟକୁ ପିଏମ୍ ଟଙ୍କା ପଠାଇଲେ ପ୍ରଧାନମନ୍ତ୍ରୀ ମୋଦି। ଡିବିଟି ଜରିଆରେ ଦେଶର ସବୁ ଚାଷୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା।

2 OISF Battalions;
New Battalion: ବଡ଼ ଘୋଷଣା: ଖୋଲିବ ଆଉ ୨ଟି OISF ବାଟାଲିୟନ

ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ପଦକ୍ଷେପ ନେଇଛନ୍ତି। ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି।

Odisha CM Mohan Charan Majhi Offers Darshan to Mahaprabhu with Family on Bada Danda
ବଡ଼ଦାଣ୍ଡରେ ମୁଖ୍ୟମନ୍ତ୍ରୀ

ବଡ଼ଦାଣ୍ଡରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ  । 

CM Mohan Charan Majhi Distributes Appointment Letters to 1,294 Recruits Across 7 Departments
୭ଟି ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି ପତ୍ର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ଟି ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।

Revenue Officers Conference
Revenue Meet : ରାଜସ୍ୱ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, 'ଲୋକଙ୍କ ଅଭିଯୋଗ ଧୈର୍ଯ୍ୟର ସହ ଶୁଣନ୍ତୁ'

ଲୋକସେବା ଭବନରେ ଆୟୋଜିତ ହୋଇଛି ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀ । ରାଜସ୍ୱ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଓ ରାଜସ୍ୱ ମନ୍ତ୍ରୀଙ୍କ ପରାମର୍ଶ । ଲୋକମାନଙ୍କ ଅଭିଯୋଗ ଶୁଣିବା ସହ ସବୁ ସମସ୍ୟାର ସମାଧାନ କରିବାକୁ ଆହ୍ୱାନ ।

CM Meets PM
CM Mohan Majhi Meets PM: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ବିକାଶ ପ୍ରସଙ୍ଗରେ ଆଲୋଚନା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ବି ଭେଟିବା ସହ ଓଡ଼ିଶାର ସାର୍ବଜନୀନ ସ୍ୱାସ୍ଥ୍ୟ ସୁରକ୍ଷା ବିଷୟରେ ଆଲୋଚନା କରିଛନ୍ତି । ବିକଶିତ ଓଡ଼ିଶା ଓ ବିକଶିତ ଭାରତ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଛନ୍ତି ।

savitri
Sabitri Leave Date Changed: ବଦଳିଲା ସାବିତ୍ରୀ ଛୁଟି ତାରିଖ, ଜାଣନ୍ତୁ କାହିଁକି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ସାବିତ୍ରୀ ଛୁଟିଓ ଅମାବାସ୍ୟା ପାଇଁ ମେ ୨୭ ତାରିଖକୁ ବଦଳାଯାଇ, ଏବେ ଏହା ପାଳନ ହେବ ମେ ୨୬ ତାରିଖରେ। ଏହି ପରିବର୍ତ୍ତନ ପୁରୀ ମୁକ୍ତି ମଣ୍ଡପ ଓ ଅନ୍ୟାନ୍ୟ ଧାର୍ମିକ ସଂସ୍ଥା ସହିତ ଆଲୋଚନା କରି ନିଷ୍ପତି ହୋଇଛି।

More Power To Ministers
Odisha Cabinet Restructuring: ଆଗ ଭଳି ପାୱାରଫୁଲ ରହିବେନି ସଚିବ, ମନ୍ତ୍ରୀ ନେବେ କ୍ୟାବିନେଟ୍ ନିଷ୍ପତ୍ତି

ରାଜ୍ୟ କ୍ୟାବିନେଟ୍‌ ଢ଼ାଞ୍ଚାରେ ବଡ଼ ପରିବର୍ତ୍ତନ । ସଚିବମାନେ ପୂର୍ବ ଭଳି ପାୱାରଫୁଲ ରହିବେ ନାହିଁ । ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ବିନା ଅନୁମତିରେ ବିଭାଗୀୟ କ୍ୟାବିନେଟ୍ ବସି ପାରିବ ନାହିଁ ।

CMO
Odisha CM Warns Officials:ସିଡିଓ, ବିଡିଓଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ; ପୁରୁଣା ଅଭ୍ୟାସ ନ ଛାଡିଲେ କ୍ଷମା ଦିଆଯିବ ନାହିଁ

ବିଜେଡି ପ୍ରୀତି ଛାଡ଼ିବା ପାଇଁ ପରୋକ୍ଷରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୁରୁଣା ଅଭ୍ୟାସ ନଛାଡିଲେ କ୍ଷମା ଦିଆଯିବ ନାହିଁ। ଅନେକ ଅଧିକାରୀ ବିଧାୟକ ଏବଂ ବିଧାୟିକା ମାନଙ୍କ ସହ ଭଲ ସମ୍ପର୍କ ରଖୁ ନଥିବା କହିଛନ୍ତି ସିଏମ।

mohan
Mohan Charan Majhi : ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଲୋକଙ୍କ ପାଖରେ ରିପୋର୍ଟ କାର୍ଡ ରଖିବେ ମୁଖ୍ୟମନ୍ତ୍ରୀ

ବର୍ଷ ପୂର୍ତ୍ତି ଅବସରରେ ଲୋକଙ୍କ ପାଖରେ ରିପୋର୍ଟ କାର୍ଡ ରଖିବେ ମୁଖ୍ୟମନ୍ତ୍ରୀ। ମନ୍ତ୍ରୀ ଏବଂ ବିଭାଗମାନଙ୍କୁ ବାର୍ଷିକ ରିପୋର୍ଟ ତିଆରି କରିବାକୁ ନିର୍ଦ୍ଦେଶ। ସରକାରଙ୍କ ସଫଳତାର ଦସ୍ତାବିଜ ପ୍ରସ୍ତୁତ କରିବାକୁ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ହେବ କମିଟି। ଗ୍ରାଉଣ୍ଡ ଜିରୋକୁ ଯାଇ ରଖାଯିବ ରିପୋର୍ଟ କାର୍ଡ। କେତେ ପ୍ରତିଶ୍ରୁତି ପୂରଣ କରିଛନ୍ତି ମୋହନ ସରକାର?

ଆକାଉଣ୍ଟକୁ ଆସିଲା ଟଙ୍କା
CM Kisan Scheme Relief for Farmers: ଚେକ୍ କରନ୍ତୁ ଆକାଉଣ୍ଟ; ଆସିଲା ସିଏମ୍ କିଷାନ ଟଙ୍କା

ନାମମାତ୍ର ଚାଷୀଙ୍କଠୁ ନେଇ କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କୁ ଏହି ସିଏମ କିଷାନ ଟଙ୍କା ମିଳିଛି । ସିଏମ କିଷାନ ଯୋଜନାରେ ଚାଷୀ ମାନଙ୍କୁ ବର୍ଷକୁ ୨ଟି କିସ୍ତିରେ ୪ ହଜାର ଟଙ୍କା ମିଳିବ । ନୂଆଖାଇ ଓ ଅକ୍ଷୟ ତୃତୀୟାରେ ଦୁଇଟି କିସ୍ତିରେ ୪ ହଜାର ଟଙ୍କା ଦେବେ ସରକାର ।

ଲକ୍ଷେ କୋଟିର ଶିଳ୍ପ ଆସୁଛି ।
CM Mohan Charan Majhi Big Announcement: ବ୍ରହ୍ମପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ମୁଖ୍ୟମନ୍ତ୍ରୀ ପୂର୍ବ ବିଜେଡି ସରକାରକୁ ଟାର୍ଗେଟ୍ କରି କହିଛନ୍ତି, 'ଫାଇଭ୍-ଟି ସ୍କୁଲ ଏକ ପ୍ରହସନ ଥିଲା । ମାତ୍ର ୧୬ ପ୍ରତିଶତ ସ୍କୁଲରେ ଇଣ୍ଟରନେଟ୍ ସଂଯୋଗ କରି ଡିଜିଟାଲ୍ ସ୍କୁଲ ନାଁରେ ପ୍ରହସନ ଚାଲିଥିଲା । ବାସ୍ତବ କ୍ଷେତ୍ରରେ ପିଲାମାନଙ୍କ ଉନ୍ନତ ଶିକ୍ଷାଦାନ ପାଇଁ କୌଣସି ପଦକ୍ଷେପ ନିଆଯାଇନଥିଲା । ଆମ ସରକାର ଆସିବା ପରେ ଏବେ ପ୍ରାଥମିକ ବିଦ୍ୟାଳୟର ଉନ୍ନତି ପାଇଁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ଆରମ୍ଭ କରିଛୁ ।'

CMO
ନବୀନ ଅନାଉ ନଥିଲେ, ମୋହନ ମନ ବୁଝିଲେ

ଯାହା ବିଜେଡି ସରକାରରେ ବିଗତ 24 ବର୍ଷରେ ହୋଇ ନ ଥିଲା ତାହା ଏବେ ହେଉଛି। ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିଲା ବେଳେ ଯାହା ଲୋକଙ୍କ ପାଇଁ ସାତ ସପନ ଥିଲା ଆଜି ତାହା ସତ ହେଉଛି। ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁରରେ ଅଭିଯୋଗ ଶୁଣାଣି ପରେ ଏବେ ଲୋକେ ଖୁସ୍...

Mohan Majhi
CM Public Grievance Hearing: ସମ୍ବଲପୁରରେ ୧୪୦୦ ଜଣଙ୍କର ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ କହିଛନ୍ତି, 'ସମ୍ବେଦନଶୀଳ ସରକାର ଭୁବନେଶ୍ବରରୁ ସମ୍ବଲପୁର ଆସିଛନ୍ତି । ଏଯାଏଁ ସରକାର ଶୁଣିଥିବା ସମସ୍ୟାର ୮୮ ପ୍ରତିଶତ ସମାଧାନ ହୋଇସାରିଛି ।' ଭୁବନେଶ୍ବର ବାହାରେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି ସଭା ହୋଇଥିବାରୁ ଲୋକଙ୍କ ମଧ୍ୟରେ ଦେଖିବାକୁ ମିଳିଥିଲା ଭରପୁର ଉତ୍ସାହ ।

mohan
ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି ସମ୍ବଲପୁରରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ, ଦୁର୍ଗାପାଲିଠାରେ ଏହି ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ। ଏଥିପାଇଁ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରି ସାରିଛନ୍ତି !

CMO
Sambalpur CM Public Meeting: ସମ୍ବଲପୁରରେ ଅଭିଯୋଗ ଶୁଣିଲେ ମଖ୍ୟମନ୍ତ୍ରୀ ;ସମାଧାନ ପାଇଁ ଲୋକଙ୍କୁ ଦେଲେ ପ୍ରତିଶ୍ରୁତି

ଗତକାଲିଠୁ ସମ୍ବଲପୁରରେ ପହଞ୍ଚି ସାରିଛନ୍ତି ମୁଖ୍ୟମନ୍ତ୍ରୀ। ଦୁର୍ଗାପାଲି ସ୍ଥିତ ସମ୍ବଲପୁର ମହାନଗର ନିଗମ ଅଫିସରେ ସକାଳ ୮ଟାରୁ ଆରମ୍ଭ ହେବ ଜନ ଶୁଣାଣି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପୋର୍ଟାଲରେ ଆଜି ପାଇଁ ହଜାରେ ଲୋକେ ନିଜ ଅଭିଯୋଗ ଦାଏର କରିଛନ୍ତି।

Mohan Charan Majhi
Biju Statue Arson in Odisha: ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ପୋଡ଼ି ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ, କହିଲେ...

ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ସମସ୍ତ ବରପୁତ୍ରଙ୍କୁ ରାଜ୍ୟ ସରକାର ସମ୍ମାନ ଦେବାରେ ବିଶ୍ୱାସ କରନ୍ତି ଓ ପୂଜ୍ୟପୂଜା ପାଇଁ ସମସ୍ତ ପଦକ୍ଷେପ ନେଇ ଆସୁଛନ୍ତି ।

Tarini Temple DPR
Tarini Temple Development Plan: ତାରିଣୀ ମନ୍ଦିର ଉନ୍ନତିକରଣ ପାଇଁ ୨୧୫ କୋଟି

ଘଟଗାଁ ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଡିପିଆର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ପ୍ରକଳ୍ପ କାମ ଖୁବଶୀଘ୍ର ଆରମ୍ଭ ହେବ । ମହାବିଷୁବ ସଂକ୍ରାନ୍ତିରେ ମା'ଙ୍କ ସୁନାବେଶ ଦର୍ଶନ କରିବା ପରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

mohan majhi
ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନର୍ଥ ବ୍ଲକରେ ସ୍ୱରାଷ୍ଟ୍ର ମନ୍ତ୍ରାଳୟକୁ ଯାଇ ଅମିତ୍ ଶାହଙ୍କୁ ଭେଟିଲେ । ରାଜ୍ୟର ଆଇନଶୃଙ୍ଖଳା ଓ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା ସୂଚନା ।

Ayushman Bharat
Ayushman Bharat Yojana: ଓଡ଼ିଶାରେ ଶୁଭାରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା

ରାଜ୍ୟରେ ଆସନ୍ତା ଏପ୍ରିଲ ୧୧ ତାରିଖରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା । ଏହାକୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁଭାରମ୍ଭ କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ।

 ‘Shishu Vatika’ i
Sishu Batika : କୋଳରେ ବସାଇଲେ; ଖଡ଼ି ଛୁଆଇଁଲେ ଶିକ୍ଷାମନ୍ତ୍ରୀ

ଜାତୀୟ ଶିକ୍ଷା ନୀତି-୨୦୨୦ ଅନୁଯାୟୀ, ପ୍ରଥମ ଥର ରାଜ୍ୟର ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଶିଶୁବାଟିକାର ଶୁଭାରମ୍ଭ ହୋଇଛି । ବରଗଡ଼ ହାଇସ୍କୁଲଠାରେ ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଛନ୍ତି।

School
Sishu Batika :ଆଜି ହେବ ଖଡ଼ି ଛୁଆଁ; ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଆଜିଠୁ ରାଜ୍ୟରେ ଶୁଭାରମ୍ଭ ହେଉଛି ଶିଶୁ ବାଟିକା। ନୂଆକରି ପାଠପଢ଼ା ଆରମ୍ଭ କରୁଥିବା ପିଲାମାନଙ୍କ ପାଇଁ ବିଦ୍ୟାଳୟସ୍ତରରେ ଶିଶୁ ବାଟିକା ବ୍ୟବସ୍ଥାର ଶୁଭାରମ୍ଭ ହେଉଛି।ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବାକୁ 'ପ୍ରବେଶ ଉତ୍ସବ' ଏବଂ 'ଖଡ଼ି ଛୁଆଁ' କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ ହେଉଛି।