୨ ବିଲିୟନରୁ ଅଧିକ ଉପଭୋକ୍ତା ୟୁଟ୍ୟୁବ୍ ଯୋଗୁଁ ଭଲ ରୋଜଗାର ପାଇଛନ୍ତି । ୟୁଜର୍ସମାନେ ସେମାନଙ୍କର ପ୍ରତିଭା ଏବଂ ପାରଦର୍ଶିତା ପ୍ରଦର୍ଶନ ପାଇଁ ଲୋକଙ୍କ ନିକଟରେ ପହଞ୍ଚି ପାରିଛନ୍ତି ।
ୟୁକ୍ରେନ-ଋଷିଆ ଯୁଦ୍ଧ ବେଳେ ଋଷିଆ ଉପରେ ଡିଜିଟାଲ ଷ୍ଟ୍ରାଇକ କଲା ଗୁଗୁର। ଅଚାନକ ବନ୍ଦ ହୋଇଗଲା ସବୁ ସୋସିଆଲ ମିଡ଼ିଆ ପ୍ଲାର୍ଟଫର୍ମର ମନିଟାଇଜେସନ୍...ଚିନ୍ତାରେ ପୁଟିନ୍, ଦୋହଲି ଯିବ ଋଷିଆର ଅର୍ଥନୀତି...
ବିଭିନ୍ନ ଜାତୀୟ ସଂପତ୍ତିର ମନିଟାଇସେଜନ ପାଇଁ ମୋଦି ସରକାରଙ୍କ ଯୋଜନାକୁ କଂଗ୍ରେସର ଜୋରଦାର ବିରୋଧ । ମୋଦି ସରକାର କାହିଁକି ଘରୋଇକରଣ କରୁଛନ୍ତି ବୋଲି ପ୍ରଶ୍ନ ଉଠାଇଛନ୍ତି ବରିଷ୍ଠ ନେତା ପଞ୍ଚାନନ କାନୁନଗୋ ।