ଭୁବନେଶ୍ୱର RMRC(Regional Medical Research Centre)ରେ ମଙ୍କିପକ୍ସ ଟେଷ୍ଟିଂ ହେବ....
ରାଜ୍ୟରେ ମଙ୍କିପକ୍ସ ମୁକାବିଲା ପାଇଁ ପ୍ରସ୍ତୁତ ହେବ ବ୍ଲୁ ପ୍ରିଣ୍ଟ….
ବିଶ୍ୱରେ ଏବେ ମଙ୍କିପକ୍ସ ରୋଗ ଦେଖା ଦେଇଥିବା ବେଳେ ଏହାକୁ ନେଇ ଓଡ଼ିଶା ଲୋକଙ୍କ ମଧ୍ୟରେ ଭୟର ବାତାବରଣ ରହିଛି। ଯଦି କିଛି ଲକ୍ଷଣ ଦେଖାଗଲା, ତତ୍କ୍ଷଣାତ ପୁଣେର ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜିକୁ ନମୁନା ପଠାଇବାକୁ କୁହାଯାଇଛି।