୩୫ ବର୍ଷୀୟ ଆକ୍ରାନ୍ତ ଯୁବକ ଜଣେ ଆଫ୍ରିକୀୟ ନାଗରିକ। ନିକଟରେ ସେ କୌଣସି ବିଦେଶ ଯାତ୍ରା କରିନଥିବା ଜଣାପଡ଼ିଛି। ତଥାପି ସେ ମଙ୍କିପକ୍ସରେ ଆକ୍ରାନ୍ତ ହୋଇଛନ୍ତି।