ଭାରତରେ ପ୍ରଥମ ଜୀବନ ନେଲା ମଙ୍କିପକ୍ସ(Monkeypox)। କେରଳ ତ୍ରିଶୂରରେ ପ୍ରାଣ ହରାଇଥିବା ୨୨ ବର୍ଷୀୟ ଯୁବକ ଜଣକ ଜୁଲାଇ ୨୨ ତାରିଖରେ ୟୁଏଇରୁ ଫେରିଥିଲେ।