ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ପରେ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ବର୍ଷା ହୋଇପାରେ ବୋଲି ଆଶା କରାଯାଉଛି।
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗରରେ ପ୍ରବେଶ କରିଛି। ମେ ୨୭ ତାରିଖରେ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବ ବୋଲି ଆକଳନ କରାଯାଇଛି।