ସମ୍ବଲପୁର ଜିଲ୍ଲାରେ ଆଉ ୨ ଦିନ ସ୍କୁଲ ବନ୍ଦ ରହିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମ୍ବଲପୁରରେ ଛୁଟି ଅବଧି ବଢାଇଛି ଜିଲ୍ଲା ପ୍ରଶାସନ ।
ସକାଳ ୭ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଠ ପଢ଼ା ଚାଲିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ।