ଦୁନିଆରେ ସବୁଠୁ ବଡ଼ ଯୋଦ୍ଧା ମାଆ । ତା ବିନା ଦୁନିଆକୁ ଦେଖିବା, ଜାଣିବା ମୁସକିଲ୍ । ରିଲ୍ ହେଉ କି ରିୟଲ୍ ଲାଇଫ୍, ସବୁଠି ମାଆଙ୍କ ସ୍ୱତନ୍ତ୍ର ସ୍ଥାନ ରହିଛି । କେଜିଏଫ୍ ଭାରତୀୟ ସିନେମାର ସବୁଠୁ ବଡ଼ ଓ ସୁପର୍ ହିଟ୍ ସିନେମା ।
ମାଆ ଆଗରେ ସଂସାରର ସମସ୍ତ ଐଶ୍ୱର୍ଯ୍ୟ ତୁଚ୍ଛ । ମାଆ ଥିଲେ ସବୁ ଅଛି, ମାଆ ନାହିଁ ତ ସାହା ନାହିଁ ।
ଫିଲ୍ମ ହେଉ କି ରିୟଲ ଲାଇଫ୍ ମାଆଙ୍କ ବିନା ଯେପରି କିଛି ସମ୍ଭବ ନୁହେଁ । ମାଆ ଏପରି ଏକ ଶବ୍ଦ ଯାହାର ବର୍ଣ୍ଣନା କେହି କରିପାରିବେ ନାହିଁ । ମାଆ ବିନା ଦୁନିଆ ଅନ୍ଧାରମୟ ହୋଇଯାଏ । ଫିଲ୍ମ ଦୁନିଆରେ ଏପରି କିଛି ଅଭିନେତ୍ରୀ ଅଛନ୍ତି , ଯେଉଁମାନେ ମା ଚରିତ୍ରରେ ନିଜର ସ୍ୱତନ୍ତ୍ର ଛାପ ସୃଷ୍ଟି କରିଛନ୍ତି ।
ଯିଏ ମା’ ସିଏ ସମସ୍ତଙ୍କର ମା’। ସିଏ ନିଜ ପିଲା ହେଉ କି ଅନ୍ୟର। ସେ ଗାଇ ଗୋରୁ ହେଉ କି କୌଣସି ପକ୍ଷୀ, ଏପରିକି ଗଛ ଲତାକୁ ବି ସ୍ନେହ ପ୍ରେମ ଢାଳିଦିଏ ଗୋଟେ ମା’। ତେବେ ଆସନ୍ତୁ ଜାଣିବା ସେହି ମା’ ବିଷୟରେ ଯିଏ ଗଛମାନଙ୍କର ମା’।
ମାତୃ ଦିବସରେ ମହିଳାଙ୍କୁ ନେଇ ମତ ରଖିଛନ୍ତି ଶେହନାଜ ଗିଲ୍। ଝିଅମାନଙ୍କୁ କୋମଳ, ସୂକ୍ଷ୍ମ ଏବଂ ନିର୍ବୋଧ ବୋଲି କହିବା ବନ୍ଦ କରନ୍ତୁ ବୋଲି ସେ କହିଛନ୍ତି।
ଯେତେବେଳେ ଏକ ନାରୀ ନିଜ ସନ୍ତାନକୁ ଜନ୍ମଦିଏ ସେତେବେଳେ ତା’ର ଶରୀର ଭିନ୍ନ ହର୍ମୋନ୍ର କ୍ଷରଣ ହେତୁ ବହୁ ପ୍ରକାର ପରିବର୍ତ୍ତନର ସାମ୍ନା କରେ। ତେଣୁ ପ୍ରସବ ପରେ ସେ ନିଜର ମୋଟା ପଣ, କ୍ଲାନ୍ତପଣ, ଖାଦ୍ୟାଭ୍ୟାସ ସହ ଶିଶୁର ସ୍ତନ୍ୟପାନ ଆଦିକୁ ନେଇ ଚିନ୍ତିତ ରୁହେ। ତେବେ ଆସନ୍ତୁ ସ୍ତନ୍ୟପାନ କରାଉଥିବା ଏକ ନୂଆ ମା’ର ଖାଦ୍ୟ ବିଷୟରେ ଜାଣିବା।
୯୦ ବର୍ଷ ବୟସରେ ବି ଘର କାମରେ ମାହିର। ପରିଣତ ବୟସରେ ଥକି ନପଡି ପୁଅ ଓ ସ୍ୱାମୀଙ୍କୁ ଅସୀମ ପ୍ରେମ ଓ ସେବା ଯୋଗାଇ ଆସିଛନ୍ତି।
ଆଜି ମାତୃ ଦିବସ । ଏହି ଅବସରରେ ସମସ୍ତ ମା ମାନଙ୍କୁ ସମ୍ମାନ ଜଣାଇ ଅତି ନିଖୁଣ ଭାବେ ଏହି ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି ବାଲୁକା ଶିଳ୍ପୀ ମାନସ କୁମାର ସାହୁ ।
ମା’ ହୋଇ ନିଜ ସନ୍ତାନ ପାଇଁ ସେ କରିଛନ୍ତି ଅକ୍ଳାନ୍ତ ପରିଶ୍ରମ। ପୁଅକୁ ମଣିଷ କରିବା ପାଇଁ ସେ ସବୁ ଯନ୍ତ୍ରଣା, କଷ୍ଟକୁ ହସିହସି ସହିଛନ୍ତି ଆଜି ପର୍ଯ୍ୟନ୍ତ, ହେଲେ କେବେବି ହାର ମାନିନାହାଁନ୍ତି କି କାହାରି ପାଖରେ ହାତ ପତେଇ ନାହାନ୍ତି।
ଆଜି ମଦର୍ସ ଡେ ବା ମାତୃ ଦିବସ କିନ୍ତୁ ସନ୍ତାନ ପାଇଁ ସବୁଦିନ ମାତୃ ଦିବସ । କରୁଣାମୟୀ, ସ୍ନେହମୟୀ, ଅଭୟଦାୟିନୀ ଏମିତି ଯେତେ ଅଳଙ୍କାର ଦେଲେ ବି ମାଆ ପାଇଁ କମ୍ ପଡ଼ିବ ।
ବିଭିନ୍ନ ଦେଶରେ ମାତୃ ଦିବସ ପାଳନ କରିବାର ନିଜସ୍ୱ ପଦ୍ଧତି ମଧ୍ୟ ଅଛି। କେତେକ ଦେଶରେ ଏମିତି ମଧ୍ୟ ନିୟମ ଅଛି ଯଦି ମାତୃ ଦିବସ ଅବସରରେ ମା’ଙ୍କୁ ସମ୍ମାନିତ କରାଯାଏ ନାହିଁ, ତେବେ ଏହା ଅପରାଧ ବୋଲି ଧରାଯାଏ।
ଜୀବନର ଅଧା ବାଟରେ ସିନା ଛାଡିଦେଲେ ସ୍ୱାମୀ, ହେଲେ ଭାଙ୍ଗି ପଡି ନଥିଲେ ମଧୁମିତା। ନିଜ ଦୁଇ ପିଲାଙ୍କୁ ଧରି ଜୀଇବାକୁ ନେଇଥିଲେ ନିଷ୍ପତ୍ତି। ପିଲାଙ୍କୁ ମଣିଷ କରିବାକୁ ସାଜିଯାଇଥିଲେ ଅଟୋ ଚାଳକ। ତେବେ ମାତୃ ଦିବସ ଉପଲକ୍ଷେ ଆସନ୍ତୁ ଜାଣିବା ଏହି ମା’ର କାହାଣୀ।
ପରିଣତ ବୟସରେ ପହଞ୍ଚିଛନ୍ତି ଡି. ଶୁଭଲକ୍ଷ୍ମୀ। ଯେଉଁ ବୟସରେ ଅନ୍ୟ କେହି ଶାଯ୍ୟାଶାୟୀ ହୋଇଥାନ୍ତି ତ ଆଉ କେହି ଘରେ ବସି ପୁଅ ବୋହୂଙ୍କ ସେବା ଶୁଶ୍ରୁଷା ପାଉଥାନ୍ତି ସେହି ବୟସରେ ସେ କରୁଛନ୍ତି ପୁଅ ଓ ସ୍ୱାମୀଙ୍କର ସେବା। ଦିନେ ବି ଥକି ପଡି ନାହାନ୍ତି। ତେବେ ଆସନ୍ତୁ ଜାଣିବା ସେହି ମା’ର କାହାଣୀ…
ଉଭୟ ଚାକିରି ଓ ଘର କାମ ଏକାଠି ପରିଚାଳନା କରିବା କଷ୍ଟକର ହେଉଥିଲେ ବି ମହିଳାମାନେ ଏହାକୁ ଭଲ ଭାବରେ ପରିଚାଳନା କରନ୍ତି। ଏହିପରି ଜଣେ ମହିଳା ହେଲେ ମଧ୍ୟପ୍ରଦେଶର ଡିଏସ୍ପି ମୋନିକା ସିଂ। ସେ ଉଭୟ ଖାକି ଓ ମା’ର ଧର୍ମକୁ ବହୁତ ଭଲ ଭାବରେ ପାଳନ କରୁଛନ୍ତି।
ମାତୃ ଦିବସରେ ଯିଏ ଯେଉଁଠି ଥାଉ ନା କାହିଁକି ନିଜ ମା’କୁ ମନେ ପକେଇବା ନେଇ ବାଧ୍ୟ ହୁଏ। ଯଦି ଆପଣ ବି ନିଜ ମା’ ଠାରୁ ଦୂରରେ ଅଛନ୍ତି ତେବେ ଏଠାରେ ଆମେ କିଛି ସାଏରୀ ଦେଉଛି ଯାହାକୁ ପଢି ଆପଣ ବି ନିଜ ମା’କୁ ନିଜ ପାଖରେ ପାଇବା ଭଳି ଅନୁଭବ କରିବେ।
ପିଲାଟି ଜନ୍ମ ହେବା ଦିନଠାରୁ, ମା’ ତା’ର ସୁରକ୍ଷା କବଚ ହୋଇ ରହିଥାଏ। ପିଲା ପାଇଁ ତା’ର ଅବଦାନ ଅତୂଳନୀୟ। ଏନେଇ ଆମେ ପ୍ରତିବର୍ଷ ପାଳୁଛି ମାତୃ ଦିବସ। କ’ଣ ଏହାର ଇତିହାସ ଓ ମହତ୍ତ୍ୱ ଆସନ୍ତୁ ଜାଣିବା।
ନର୍ଲ୍ୟାଣ୍ଡ୍ କଲେଜରେ ଶିକ୍ଷାର୍ଥୀମାନଙ୍କୁ ଶିଶୁ ପାଳନ ଓ ଶିଶୁର ସାମଗ୍ରିକ ବିକାଶ ସମ୍ପର୍କିତ ବ୍ୟାପକ ପ୍ରଶିକ୍ଷଣ ଦିଆଯାଇଥାଏ। ସେମାନେ ଭବିଷ୍ୟତରେ ଯେଉଁ ପିଲାମାନଙ୍କର ଦାୟିତ୍ଵ ନେବେ, ସେମାନଙ୍କ ପାଇଁ କିଭଳି ଯଥାସମ୍ଭବ ଉପଯୋଗୀ ସାବ୍ୟସ୍ତ ହୋଇପାରିବେ ସେଥିପ୍ରତି ମଧ୍ୟ ଦୃଷ୍ଟି ଦିଆଯାଏ।