ଜଣେ କୁନି ଶିଶୁୁକୁ ନାଗ ସାପ ଚୋଟ ମାରିବା ପୂର୍ବରୁ ହିଁ ତା ମା’ ତାକୁ ଟାଣି ଆଣି ଜୀବନ ବଞ୍ଚାଇ ଦେଉଛନ୍ତି। ଫଳରେ ଏକ ନିଶ୍ଚିତ ଅଘଟଣରୁ ନିଜ ପୁଅକୁ ବଞ୍ଚାଇ ପାରିଛନ୍ତି ମହିଳା ଜଣକ।