ପୁଣି ବିବାଦୀୟ ମୋଡ ନେଇଛି ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ବିବାଦ ମାମଲା । ବର୍ଷା ତାଙ୍କ ଶାଶୁଘର ଚାବି ଆସନ୍ତା ନଭେମ୍ବର ୨ ତାରିଖ ସୁଦ୍ଧା ଅନୁଭବ କିମ୍ବା ତାଙ୍କ ଓକିଲଙ୍କୁ ପ୍ରଦାନ କରିବାକୁ ଏସ୍ଡିଜେଏମ୍ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
କେନ୍ଦ୍ରାପଡା ଜିଲ୍ଲା ବିଜେପି ପକ୍ଷରୁ ମଧ୍ୟ ସମାନ ଅଭିଯୋଗ ଅଣାଯାଇଛି। ଜିଲ୍ଲା ସଭାପତି କିଶୋର କୁମାର ପଣ୍ଡା କହିଛନ୍ତି, ପୂର୍ବରୁ ମଧ୍ୟ ସାଂସଦଙ୍କ ଶିକ୍ଷାଗତ ସାର୍ଟିଫିକେଟକୁ ନେଇ ସନ୍ଦେହ ଉପୁଜିଛି।