ଟୁଇଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ।
ବିଜେପିକୁ ଏତେ ଭୟ କାହିଁକି ପଚାରିଲେ ଅପରାଜିତା । ବେଙ୍ଗାଲୁରୁରେ ମୁଖ୍ୟମନ୍ତ୍ରୀ, ଭୁବନେଶ୍ୱରରେ ଦଳୀୟ କାର୍ଯ୍ୟକ୍ରମ କାହିଁକି ?
ଭୁବନେଶ୍ୱର, କଟକରେ ଜନସାଧାରଣଙ୍କ ଯାତାୟାତକୁ ସରଳ ସୁବିଧା କରିବା ପାଇଁ ମେଟ୍ରୋ ସେବା ଆରମ୍ଭ କରିବା ଆବଶ୍ୟକ ରହିଛି ବୋଲି ସାଂସଦ ଅପରାଜିତା ମତବ୍ୟକ୍ତ କରିଛନ୍ତି।
ନେତାଙ୍କୁ ଘାରିଛି ଚାଷୀଙ୍କ ଭୋଟ୍ ମୋହ। ଓଡିଶା ସମେତ ଦେଶର ବିଭିନ୍ନ ସ୍ଥାନରେ ମହିଳା ନେତୃତ୍ୱଙ୍କୁ ଚାଷୀମାନଙ୍କ ଗହଣରେ କ୍ଷେତରେ ଦେଖିବାକୁ ମିଳୁଛି। ନିର୍ବାଚନ ସମୟ ଆସିଗଲେ ଏମିତି ଲୋକ ଦେଖାଣିଆ ଭାବ ହାଇଡ୍ରାମା ନୁହେଁ କି…
ବାଲିଅନ୍ତାରେ ବେଆଇନ ବାଲି ଚାଲାଣକୁ ନେଇ ବର୍ଷିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ ।
କୋଣାର୍କ ଜମିଜମା ସମସ୍ୟା ଓ ସ୍ୱାସ୍ଥ୍ୟସେବା ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଅପରାଜିତା....
ସରକାରୀ କାର୍ଯ୍ୟକ୍ରମରେ ଶଙ୍ଖ ଚିହ୍ନ ଓ ନବୀନ ପଟ୍ଟନାୟକ ଜିନ୍ଦାବାଦ୍ ନାରା
ସାଂସଦ ଓ ମୁଖ୍ୟମନ୍ତ୍ରୀ ଗୋଟିଏ କାର୍ଯ୍ୟକ୍ରମରେ ପହଞ୍ଚିଥିବାରୁ ସ୍ଥାନୀୟ ଅଞ୍ଚଳରେ ଏହା ଚର୍ଚ୍ଚାର ବିଷୟ ହୋଇଥିଲା ।
ପାହାଡ଼ ରାସ୍ତାରେ ୩ କିଲୋମିଟର ଯାଏଁ ଅପରାଜିତା ଚାଲି ଚାଲି ଗଲେ ଅପରାଜିତା
ଏହି ପ୍ରକ୍ରିୟା କେତେ ସ୍ୱଚ୍ଛ ଏବଂ ଏଥିରେ ପାରଦର୍ଶିତା କେଉଁଠି ଅଛି ବୋଲି ସେ ପ୍ରଶ୍ନ କରିଛନ୍ତି
ବାରିପଦାରେ ନିର୍ମାଣ ହୋଇଥିବା ଏକ ରାମ ମନ୍ଦିର ପ୍ରତିଷ୍ଠା ପାଇଁ ବାରିପଦା ଗସ୍ତରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ମନ୍ଦିର ପ୍ରତିଷ୍ଠା ଅଭିମୁଖେ ଯାଉଥିବା ସମୟରେ ଅପରାଜିତାଙ୍କୁ ଯାଜପୁରର ଜାରକା ଏବଂ ଭଦ୍ରକର ବିଭିନ୍ନ ସ୍ଥାନରେ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି । ଦେଖନ୍ତୁ ସେହି ସମୟର କିଛି ଦୃଶ୍ୟ...
ଗଡ଼ଖୋର୍ଦ୍ଧା ଛକରେ ୭ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଭେଇକିଲ୍ ଅଣ୍ଡର ପାସ୍। ୧୫ ଦିନରେ ଏହି କାମ ଆରମ୍ଭ ହେବ।
ସାଂସଦ ଅପରାଜିତା କହିଛନ୍ତି, ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଅନୁମତି ନେବାର କୌଣସି ଆବଶ୍ୟକ ନାହିଁ। ଯଦି ସରକାର ସତ୍ମାର୍ଗରେ ଅଛନ୍ତି, ତାହେଲେ ଏତେ ଡର କାହିଁକି ?
ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପକୁ ନେଇ ବିବାଦ ମଧ୍ୟରେ ଆଜି ପୁରୀ ଗସ୍ତ କରୁଛନ୍ତି ଭୁବନେଶ୍ୱରର ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ । ଆଜି ପୂର୍ବାହ୍ନରେ ଶ୍ରୀକ୍ଷେତ୍ର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ବୋଲି ସାଂସଦ ଟ୍ୱିଟ୍ କରିଛନ୍ତି ।
ସାମ୍ବିଧାନିକ ପଦକୁ ସମ୍ମାନ ମିଳୁ। ଅପରାଜିତା ଷଡଙ୍ଗୀଙ୍କୁ ସମ୍ମାନ ନ ମିଳୁ, ହେଲେ ସାଂସଦ ପଦକୁ ମିଳୁ। ମୁଁ ମୁଖ୍ୟମନ୍ତ୍ରୀଙ୍କୁ ତିନୋଟି ମାଧ୍ୟମରେ ଚିଠି ଦେଇଛି । ଜାଣିନି ତାଙ୍କ ପାଖରେ ପହଞ୍ଚିବ କି ନାହିଁ। ମୁଁ ଓଡ଼ିଆ, ତେଣୁ ଜଗନ୍ନାଥଙ୍କ ପ୍ରସଙ୍ଗ ସବୁଆଡ଼େ ଉଠାଇବି, ମୋର କିଏ କଣ କରିବ?
ସାମ୍ବିଧାନିକ ପଦକୁ ସମ୍ମାନ ମିଳୁ। ଅପରାଜିତା ଷଡଙ୍ଗୀଙ୍କୁ ସମ୍ମାନ ନମିଳୁ, ହେଲେ ସାଂସଦ ପଦକୁ ମିଳୁ। ମୁଁ ମୁଖ୍ୟମନ୍ତ୍ରୀଙ୍କୁ ତିନୋଟି ମାଧ୍ୟମରେ ଚିଠି ଦେଇଛି... ଜାଣିନି ତାଙ୍କ ପାଖରେ ପହଞ୍ଚିବ କି ନାହିଁ। ମୁଁ ଓଡ଼ିଆ, ତେଣୁ ଜଗନ୍ନାଥଙ୍କ ପ୍ରସଙ୍ଗ ସବୁଆଡ଼େ ଉଠାଇବି...‘ଖୋଲାକଥା’ କାର୍ଯ୍ୟକ୍ରମରେ ଏଭଳି କିଛି କହିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ
ରାଜଧାନୀ ପ୍ରତିଷ୍ଠା ଦିବସରେ ନିମନ୍ତ୍ରଣ କରା ନଯିବା ପ୍ରସଙ୍ଗରେ ପୁଣି ଆଜି ଟ୍ୱିଟ୍ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଯଦି ତଦନ୍ତ ନ ହୁଏ, ତେବେ ସପ୍ତାହେ ପରେ ପୁଣି ଥରେ ମନେ ପକାଇବି ବୋଲି ସାଂସଦ କହିଛନ୍ତି।
ରାଜଧାନୀ ପ୍ରତିଷ୍ଠା ଦିବସ ଉତ୍ସବରେ ସ୍ଥାନୀୟ ଲୋକପ୍ରତିନିଧି ଭାବେ ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ଡକା ନଯିବାକୁ ନେଇ ତେଜିଛି ରାଜନୀତି। ଖୋଦ୍ ଅପରାଜିତା ଏନେଇ କ୍ଷୋଭ ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ବର୍ଷିବା ସହ ଏଭଳି ଅସୌଜନ୍ୟତାର କାରଣ ଜାଣିବାକୁ ଚାହିଁଛନ୍ତି। ସବୁଠୁ ବଡ଼ କଥା ହେଉଛି ଆୟୋଜକ କମିଟି ସଭାପତି ଏନେଇ ଅବଗତ ନଥିବା କହିଥିଲାବେଳେ ସୂଚନା ଓ ଲୋକ ସଂପର୍କ ବିଭାଗର ମନ୍ତ୍ରୀ ମଧ୍ୟ ଏନେଇ ବିଶେଷ କିଛି ଜାଣି ନଥିବା କହିଛନ୍ତି।
ରାଜଧାନୀ ପ୍ରତିଷ୍ଠା ଦିବସ ପାଳନକୁ ନେଇ କେଁ ଦେଖାଦେଇଛି। ଗୋଟିଏପଟେ ରାଜଧାନୀର ପ୍ରତିଷ୍ଠା ଦିବସ ପାଳନ ହେଉଥିବା ବେଳେ ଅନ୍ୟପଟେ ଭୁବନେଶ୍ୱର ସାଂସଦଙ୍କୁ ଅଣଦେଖା କରାଯାଇଛି।
ରାଜଧାନୀର ପ୍ରତିଷ୍ଠା ଦିବସରେ ସାଂସଦ ଅପରାଜିତା ଷଡ଼ଙ୍ଗୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ନିମନ୍ତ୍ରଣ ନ ଥିବାରୁ ଟ୍ୱିଟ୍ କରି ଅସନ୍ତୋଷ ଝାଡ଼ିଛନ୍ତି ଅପରାଜିତା ଷଡ଼ଙ୍ଗୀ। ଟ୍ୱିଟ୍ କରି ସେ କହିଛନ୍ତି ଯେ, ମୋତେ ଛାଡ଼ି ପ୍ରାୟ ସମସ୍ତଙ୍କୁ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ ରହିଛି।
ରାଜଧାନୀର ପ୍ରତିଷ୍ଠା ଦିବସରେ ସାଂସଦ ଅପରାଜିତା ଷଡ଼ଙ୍ଗୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ନିମନ୍ତ୍ରଣ ନ ଥିବାରୁ ଟ୍ୱିଟ୍ କରି ଅସନ୍ତୋଷ ଝାଡ଼ିଲେ ଅପରାଜିତା ଷଡ଼ଙ୍ଗୀ।
ବିବାଦୀୟ ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରସଙ୍ଗ ପୁରୀରୁ ଯାଇ ପାର୍ଲାମେଣ୍ଟରେ ଉଠିଲାଣି।
ସଂସଦରେ ଓଡ଼ିଶାବାସୀଙ୍କ ଉପରେ ଋଣବୋଝ ଓ ରାଜ୍ୟର ବେରୋଜଗାର ପ୍ରସଙ୍ଗରେ ପ୍ରଶ୍ନ ଉଠାଇଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ନିକଟରେ ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶିତ ପ୍ରତି ପରିବାରର ହାରାହାରି ସମ୍ପତ୍ତି ମୂଲ୍ୟାୟନ କ୍ଷେତ୍ରରେ ଓଡ଼ିଶା ସବୁଠୁ ଗରିବ ରାଜ୍ୟ ବୋଲି ଉଲ୍ଲେଖ ରହିଛି ।
ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ, ଗୁଣ୍ଡାଗର୍ଦ୍ଦିରେ ବିଶ୍ୱାସ କରେ ନାହିଁ। ଡିସିପିଙ୍କୁ ଭେଟି ଏନେଇ ଆଲୋଚନା କରିବି ବୋଲି ସାଂସଦ କହିଛନ୍ତି।
ରିପୋର୍ଟ ଦେବାର ୫ ଦିନ ଭିତରେ କେନ୍ଦ୍ରରୁ ରିଲିଜ ହେଲା ଟଙ୍କା । କିନ୍ତୁ ଓଡ଼ଶା ସରକାର ରିପୋର୍ଟ ନଦେଇ ଟଙ୍କା ପାଇଁ ଖାଲି ଚିଠି ଲେଖୁଛନ୍ତି କେନ୍ଦ୍ରକୁ ।