ଯାଜପୁରକୁ ରାଜ୍ୟସଭା ସାଂସଦ ପାଣ୍ଠି ବର୍ଷା । ୪ ବର୍ଷରେ ୧୧ ସାଂସଦ ଗୋଟିଏ ଜିଲ୍ଲାକୁ ଦେଇଛନ୍ତି ୧୪ କୋଟି ୮୨ ଲକ୍ଷ ଟଙ୍କା ।
୨୦୨୧-୨୨ ବର୍ଷ ପାଇଁ ଏମ୍ପି ଲ୍ୟାଡ୍ ଭାବେ ପ୍ରତ୍ୟେକ ସାଂସଦଙ୍କୁ ୨ କୋଟି ଲେଖାଏଁ ମିଳିବ । ଏନେଇ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।