• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Mps Suspended

Attack On Parliament
ସୁରକ୍ଷା ମହାବିଭ୍ରାଟକୁ ନେଇ ହୁଲୁସ୍ତୁଲ୍ ପାର୍ଲାମେଣ୍ଟ

ବୁଧବାର ଗଣତନ୍ତ୍ରର ସର୍ବୋଚ୍ଚ ମନ୍ଦିରରେ ବଡ଼ ସୁରକ୍ଷା ବିଭ୍ରାଟ ପଛର ରହସ୍ୟ ଭେଦିବାକୁ ଚାଲିଛି ଚେଷ୍ଟା। ୬ ଅଭିଯୁକ୍ତଙ୍କ ମଧ୍ୟରୁ ୫ ଜଣଙ୍କୁ ଗୁଡ଼େଇ ତୁଡ଼େଇ ପ୍ରଶ୍ନ କରୁଛନ୍ତି ଦିଲ୍ଲୀ ପୋଲିସ୍ ଓ ଗୃହ ମନ୍ତ୍ରାଳୟର ହାଇଲେବଲ୍ ତଦନ୍ତ କମିଟି। ଗିରଫ ଅଭିଯୁକ୍ତଙ୍କୁ ପାତିଆଲା ହାଉସ୍ କୋର୍ଟରେ ହାଜର କରି ୪ଜଣଙ୍କୁ ୭ଦିନିଆ ରିମାଣ୍ଡରେ ନେଇଛି....

Attack On Parliament
ସୁରକ୍ଷା ମହାବିଭ୍ରାଟକୁ ନେଇ ହୁଲୁସ୍ତୁଲ୍ ପାର୍ଲାମେଣ୍ଟ, ବିଶୃଙ୍ଖଳିତ ଆଚରଣ ପାଇଁ ୧୪ ବିରୋଧୀ ସାଂସଦ ସସପେଣ୍ଡ

ଗତକାଲି ଲୋକସଭାରେ ଦୁଇ ଯୁବକଙ୍କ ଆତଙ୍କ ସୃଷ୍ଟିକାରୀ ଆଚରଣ ପରେ ଆଜି ସିଧା ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଘଟଣାରେ ଗୃହମନ୍ତ୍ରୀଙ୍କ ବୟାନ ସାଙ୍ଗକୁ ଇସ୍ତଫା ଓ ଅଭିଯୁକ୍ତ ସାଗର ଶର୍ମାକୁ ଭିଜିଟର୍ସ ପାସ୍ ପ୍ରଦାନ କରିଥିବା ମହୀଶୂର ବିଜେପି ସାଂସଦଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଅଡ଼ି ବସିଛନ୍ତି।

14 MPs Suspended
ସଂସଦରେ ହଙ୍ଗାମା: ଲୋକସଭାରୁ ୧୪ ନୁହେଁ ୧୩ ସାଂସଦ ସସ୍‌ପେଣ୍ଡ

ବିଶୃଙ୍ଖଳିତ ଆଚରଣ ପାଇଁ ନିଲମ୍ବିତ ହୋଇଥିବା ସାଂସଦ ମଧ୍ୟରୁ କଂଗ୍ରେସର ୯ ଜଣ, ସିପିଏମର ୨, ସିପିଆଇର ଜଣେ ଏବଂ ଡିଏମକେର ଜଣ ସାଂସଦ ଅଛନ୍ତି। ସେହିପରି ରାଜ୍ୟସଭାରୁ ଟିଏମସି ସାଂସଦ ଡେରିକ୍ ଓବ୍ରେନଙ୍କୁ ବି ବିଶୃଙ୍ଖଳିତ ଆଚରଣ ପାଇଁ ନିଲମ୍ବନ କରିଛନ୍ତି ଅଧ୍ୟକ୍ଷ ଜଗଦୀପ ଧନକଡ଼ ।

MPs suspended from Lok Sabha over misconduct
୧୯ ସାଂସଦ ନିଲମ୍ୱିତ ହୋଇଥିଲେ, ଏବେ ଆଉ ୩ ନିଲମ୍ୱିତ...

ଗୃହରେ ବିଶୃଙ୍ଖଳା ଆଚରଣ ଅଭିଯୋଗରେ ଆଜି ପୁଣି ଆଉ ୩ ଜଣ ସାଂସଦଙ୍କୁ ରାଜସ୍ୟଭାରୁ ନିଲମ୍ବିତ କରାଯାଇଛି...