୩ ଜଣିଆ ସଦସ୍ୟଙ୍କୁ ନେଇ ଗଠିତ କମିଟି କରିବ ତଦନ୍ତ । ଅଗଷ୍ଟ ୨୧ ସୁଦ୍ଧା ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ।
ଅଚଳ ସଂପତ୍ତି ବା ଏନପିଏର ଗମ୍ଭୀର ସ୍ଥିତିକୁ ନେଇ ରାଜ୍ୟରେ ବଢୁଛି ଚିନ୍ତା । ଗଲା ୩ ମାସରେ ଏନପିଏ ହାର ୬.୨୨ ପ୍ରତିଶତରୁ ବଢି ୭.୨୦ ପ୍ରତିଶତରେ ପହଞ୍ଚିଲାଣି । ଷ୍ଟେଟ୍ ଲେବୁଲ୍ ବ୍ୟାଙ୍କର୍ସ କମିଟି ରିପୋର୍ଟରେ ଏଭଳି ତଥ୍ୟ ସାମ୍ନାକୁ ଆସିବା ପରେ ହଠାତ୍ ବଢିଯାଇଛି ବ୍ୟାଙ୍କଗୁଡ଼ିକର ଚିନ୍ତା ।