• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Msp

Mohan Majhi
Odisha Paddy Procurement: ଧାନ ସଂଗ୍ରହକୁ ନେଇ କଥା କଟାକଟି, କେନ୍ଦ୍ର ଅନୁମତିରେ ମିଳୁନି ବୋନସ୍ !

ତେଜିଲା ଧାନକିଣା ରାଜନୀତି । ଧାନ ସଂଗ୍ରହକୁ ନେଇ ବିଜେଡି-ବିଜେପି ମଧ୍ୟରେ ବଢ଼ିଲା ଆରୋପ ପ୍ରତ୍ୟାରୋପ ।

୧୫ ତାରିଖରୁ ଚାଷୀଙ୍କୁ ଟୋକନ୍ ଦିଆଯିବ ଏବଂ ନଭେମ୍ବର ୨୦ରୁ ଡିସେମ୍ବର ୭ ଯାଏଁ ଧାନ ସଂଗ୍ରହ ଚାଲିବ ।
Paddy Procurement: ୨୦ରୁ ଧାନ ସଂଗ୍ରହ, ୧୫ରୁ ଟୋକନ ବଣ୍ଟନ

ଡିସେମ୍ବର ମାସ ୮ ତାରିଖରେ ବରଗଡ ଜିଲ୍ଲା ସୋହେଲା ଠାରେ ଏକ ରାଜ୍ୟ ସ୍ତରୀୟ କୃଷକ ସମାବେଶ ଆୟୋଜନ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କୃଷକ ମାନଙ୍କୁ ଧାନର କୁଇଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ପ୍ରଦାନ କରିବେ। 

 MSP Hike
ଚାଷୀଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି; ରବି ଫସଲ ପାଇଁ MSP ବଢ଼ାଇଲେ କେନ୍ଦ୍ର ସରକାର

ବଢିଲା ବିଭିନ୍ନ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ। ମୋଟ ୬ଟି ରବି ଫସଲ ଉପରେ ଏମଏସପି ମୂଲ୍ୟ ବଢାଇଛନ୍ତି କେନ୍ଦ୍ର ସରକାର।

Narendra Modi
ବିଜେପି ଫୋକସରେ ଚାଷୀ ଭୋଟ୍, ମୋଦିଙ୍କ MSP ଗ୍ୟାରେଣ୍ଟିକୁ ନେଇ ଉତ୍ସାହିତ ଚାଷୀ

ଡବଲ ହେବ ଧାନର ମୂଲ୍ୟ । ୩୧ ଶହ ଟଙ୍କାରେ ଚାଷୀ ବିକିବେ ଧାନ । ପଶ୍ଚିମଓଡ଼ିଶାର ବଲାଙ୍ଗୀର ଓ ବରଗଡ ସଭାରେ ଓଡ଼ିଶାର ଚାଷୀଙ୍କୁ ମୋଦିଙ୍କ ଏ ଗ୍ୟାରେଣ୍ଟିକୁ ନେଇ ଚର୍ଚ୍ଚା ।

Farmers Must Have Fair Income
ସ୍ଥାୟୀ ରୋଜଗାର ମିଳିଲେ ଚାଷୀଙ୍କ ସମସ୍ୟାର ସମାଧାନ ହେବ

MSP ବ୍ୟବସ୍ଥା ରାଜ୍ୟଗୁଡିକରେ ବିଭିନ୍ନ ସ୍ତରରେ କାର୍ଯ୍ୟକାରୀ ହୋଇଛି ଏବଂ ଏହା ପ୍ରାୟତଃ ଚାଉଳ ଏବଂ ଗହମରେ ସୀମିତ ଅଛି । ଉଦାହରଣ ସ୍ୱରୂପ, ଓଡିଶାରେ ଅଧିକାଂଶ କ୍ଷୁଦ୍ର ଚାଷୀ ଅମଳ ପରେ MSPଠାରୁ ବହୁତ କମ୍ ମୂଲ୍ୟରେ ବ୍ୟବସାୟୀଙ୍କୁ ଧାନ ବିକ୍ରି କରନ୍ତି।

MSP Contract Offer
ଚତୁର୍ଥ ଥର ବିଫଳ ହେଲା ଆଲୋଚନା...ସରକାରଙ୍କ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲା କିଷାନ ମୋର୍ଚ୍ଚା...

ପୁଣି ବିଫଳ ହେଲେ ସରକାର । କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଏସ୍‌ପିରେ ୫ ବର୍ଷର ଚୁକ୍ତିର ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲା କିଷାନ ମୋର୍ଚ୍ଚା...

Cabinet approves increased MSP for Kharif Crops for Marketing Season 2023-24
ଚାଷୀଙ୍କ ପାଇଁ ଖୁସି ଖବର ! ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବଢ଼ାଇଲା କେନ୍ଦ୍ର

କେନ୍ଦ୍ର କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କଲେ ସରକାର । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୨୧୮୩କୁ ବୃଦ୍ଧି କରାଯାଇଛି । ଫଳରେ ଧାନ ଗ୍ରେଡ୍-ଏର ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୨୨୦୩କୁ ବୃଦ୍ଧି ପାଇଛି ।

Paddy MSP
ବଢ଼ିଲା ଧାନର MSP, ଏବେ କ୍ୱିଣ୍ଟାଲ ପିଛା ୨୦୪୦ ଟଙ୍କା

MSP ବୃଦ୍ଧି ନେଇ କେନ୍ଦ୍ର କ୍ୟାବିନେଟର ନିଷ୍ପତ୍ତି । କ୍ୟାବିନେଟ ନିଷ୍ପତ୍ତି ନେଇ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କ ସୂଚନା ।