ଜଣେ ମହିଳା ଶାରୀରିକ ସମ୍ପର୍କ ରଖିବାକୁ ଅମଙ୍ଗ ଅଛନ୍ତି । ଆଉ ତାଙ୍କ ପୁରୁଷ ବନ୍ଧୁ ବା ସ୍ୱାମୀ ତାଙ୍କ ସହ ଜୋର ଜବରଦସ୍ତ ଶାରୀରିକ ସମ୍ପର୍କ ରଖନ୍ତି ତେବେ ଏହାକୁ ରେପ୍ ବୋଲି କୁହାଯିବ ।