• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Mukesh Mahaling

ଛପା ଚାଲିଛି ଆୟୁଷ୍ମାନ କାର୍ଡ
Ayushman Bharat Yojana: ଛପା ଚାଲିଛି ଆୟୁଷ୍ମାନ କାର୍ଡ, ଖୁବ୍‌ଶୀଘ୍ର ରାଜ୍ୟରେ ହେବ ଲାଗୁ

ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ଆୟୁଷ୍ମାନ ଭାରତ ସହ ଆଇଟି ଇଣ୍ଟିଗ୍ରେସନ ପ୍ରକ୍ରିୟା ଚାଲିଛି । ଚଳିତ ମାସ ଶେଷ ଆଡ଼କୁ ଆୟୁଷ୍ମାନ ଭାରତ କାର୍ଡ କାର୍ଯ୍ୟକାରୀ ହୋଇପାରେ ।

ଚିନ୍ତା ବଢ଼ାଇଲା କଣାସ ଡାଇରିଆ
Diarrhoea Concerns in Puri Kanasa: ଚିନ୍ତା ବଢ଼ାଇଲା କଣାସ ଡାଇରିଆ, ୮ ଦିନରେ ଗଲାଣି ୪ ମୁଣ୍ଡ

କଣାସରେ ଝାଡ଼ାବାନ୍ତି କାୟା । ୮ ଦିନରେ ଗଡ଼ିଲାଣି ୪ ମୁଣ୍ଡ । ସାମ୍ପଲ ଟେଷ୍ଟିଂ ପରେ ଡାଇରିଆରେ ଜଣଙ୍କ ମୃତ୍ୟୁକୁ ବି ମାନିଲେଣି ସରକାର ।

ଆସିଲା ଆୟୁଷ୍ମାନ, ବିଦାୟ BSKY
Ayushman Bharat: BSKYକୁ ବିଦାୟ, ଏଣିକି ଓଡ଼ିଶାରେ ଆୟୁଷ୍ମାନ ଭାରତରେ ସ୍ୱାସ୍ଥ୍ୟସେବା

ଓଡ଼ିଶାକୁ ମିଳିଲା ବହୁ ପ୍ରତୀକ୍ଷିତ ଆୟୁଷ୍ମାନ ଭାରତ ଯୋଜନା। ଖୁବ୍ ଶୀଘ୍ର BSKY ବଦଳରେ ମିଳିବ ନୂଆ କାର୍ଡ। ଦିଲ୍ଲୀରେ କେନ୍ଦ୍ର ଏବଂ ରାଜ୍ୟ ଭିତରେ ସ୍ବାକ୍ଷର ହେଲା MOU ।

ଆୟୁଷ୍ମାନ ପାଇଁ MoU ସ୍ୱାକ୍ଷର
Ayushman Bharat Scheme: ଆୟୁଷ୍ମାନ ଭାରତ ଯୋଜନା ପାଇଁ MoU ସ୍ୱାକ୍ଷର, ଉପକୃତ ହେବେ ସାଢ଼େ ୩ କୋଟି ଲୋକ

ଆଜି କେନ୍ଦ୍ର ଓ ରାଜ୍ୟ ସରକାର ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଯେ, ଆଜି ଓଡ଼ିଶା ପାଇଁ ଐତିହାସିକ ଦିନ ।

Medical College
ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ

ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ ଥିବାବେଳେ ତାଳଚେର ଓ କନ୍ଧମାଳରେ ଆଉ ଦୁଇଟି ମେଡିକାଲ କଲେଜ ନିର୍ମାଣ ପାଇପ ଲାଇନରେ ରହିଛି ।

Lower Suktel Project
ଲୋୟର ସୁକତେଲକୁ ନେଇ ଶାସକ ବିରୋଧୀ ମୁହାଁ ମୁହିଁ: ପ୍ରଶ୍ନ କରି ଫଶିଲେ ବିଜେଡି ବିଧାୟକ...

ଲୋୟର ସୁକତେଲ ପ୍ରକଳ୍ପକୁ ନେଇ ଶାସକ ବିରୋଧୀ ମୁହାଁ ମୁହିଁ ହୋଇଛନ୍ତି। ବିଜେଡି ବିଧାୟକ ନିରଞ୍ଜନ ପୂଜାରୀଙ୍କ ପ୍ରଶ୍ନର ଉତ୍ତର ଦେଇ ପୂର୍ବ ବିଜେଡି ସରକାରକୁ ହରଡ ଘଣାରେ ପକାଇଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ।

Minister Mukesh Mahaling
ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ବିଶୃଙ୍ଖଳା; ନବୀନଙ୍କ ଗିରଫ ଦାବି କଲେ ମହାଲିଙ୍ଗ

ଗତକାଲି ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ ପାଇଁ ଦାବି କରିଥିଲେ ।  

Odisha Minister Mukesh Mahaling
ବିଜେଡି ଉପରେ ମୁକେଶଙ୍କ ହମଲା; କିଏ ‘ଫାଇଭ୍ ଟାଉଟର୍’ ? 

ବିଜେଡି ବିଧାୟକ, ମନ୍ତ୍ରୀ ଟେଣ୍ଟ ବାନ୍ଧୁଥିଲେ। ସେତେବେଳେ କୁଆଡ଼େ ଯାଇଥିଲା ଆପଣ ମାନଙ୍କ ଓଡ଼ିଆ ଅସ୍ମିତା ? ବିଧାନସଭାରେ କିଛି ଏଭଳି ପ୍ରଶ୍ନ ଉଠାଇ ବିରୋଧୀ ବିଜେଡିକୁ ବର୍ଷିଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। 

Odisha Assembly
ବାଚସ୍ପତି ଡାଲି ଭଲପାଆନ୍ତି, ଆମେ ଡାଲି ଉପହାର ଦେଲୁ; ମୁକେଶ ମହାଲିଙ୍ଗ

ଡାଲି ଭଲ ପାଉଥିବାରୁ ତାଙ୍କୁ ଡାଲି ଉପହାର ଦେଉଥିଲୁ । ବାଚସ୍ପତି ନିର୍ଦ୍ଦଳୀୟ ନିଷ୍ପତ୍ତି ନେବା କଥା, ହେଲେ ସେ ସେମିତି କରୁନାହାନ୍ତି । ସେ ନିରପେକ୍ଷ ହେଉନଥିବାରୁ ପ୍ରତିବାଦରେ ଡାଲି ଉପହାର ଦେଉଥିଲୁ ବୋଲି ମୁକେଶ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି ।