• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Mulayam Singh Yadav

Mulayam Singh Yadav Funeral
ପଞ୍ଚଭୂତରେ ବିଲୀନ ହେଲେ ମୁଲାୟମ୍‌ ! ଓଦା ଆଖିରେ ବାପାଙ୍କୁ ମୁଖାଗ୍ନି ଦେଲେ ଅଖିଲେଶ

ଲୋକମାନେ ‘ଧରତୀ ପୁତ୍ର ଅମର ରହେ’ର ସ୍ଲୋଗାନ ଦେଇ ମୁଲାୟମଙ୍କୁ ଶେଷ ବିଦାୟ ଦେଇଛନ୍ତି ।

last rituals of Mulayam singh yadav
ଆଜି ଜନ୍ମମାଟିରେ ହେବ ମୁଲାୟମଙ୍କ ଅନ୍ତିମ ସଂସ୍କାର

ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କର ସୋମବାର ସକାଳ ସାଢ଼େ ୮ଟାରେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲ୍‌ରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ମୃତ୍ୟୁ ପରେ ତାଙ୍କ ପାର୍ଥିବ ଶରୀରକୁ ଇଟୱା ଜିଲ୍ଲା ସ୍ଥିତ ତାଙ୍କର ପୈତୃକ ଗ୍ରାମ ସୈଫାଇକୁ ନିଆଯାଇଥିଲା। ସେଠାରେ ଆଜି ହେବ ତାଙ୍କର ଶେଷକୃତ୍ୟ।

Akhilesh Yadav
ନିରବିଗଲେ ଦିଗଦ୍ରଷ୍ଟା ସମାଜବାଦୀ ନେତା

୧୦ ଥରର ବିଧାୟକ...୭ ଥରର ସାଂସଦ......ଏମିତି ଥିଲା ତାଙ୍କର ରାଜନୈତିକ କ୍ୟାରିଅର

Mulayam Singh Death
ନୀରବି ଗଲେ ମୁଲାୟମ : ୟୁପିରେ ୩ ଦିନିଆ ରାଷ୍ଟ୍ରୀୟ ଶୋକ

ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ମୁଲାୟମଙ୍କ(Mulayam Singh Yadav) ଶେଷକୃତ୍ୟ କରାଯିବ ବୋଲି କହିଛନ୍ତି ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।

Akhilesh Yadav
ମୁଲାୟମଙ୍କ ଦେହାନ୍ତ ପରେ ଭାବୁକ ହେଲେ ପୁଅ ଅଖିଲେଶ

ଚାଲିଗଲେ ମୁଲାୟମ ସିଂ ଯାଦବ । ତାଙ୍କ ଦେହାନ୍ତ ପରେ ପରିବାରରେ ଶୋକର ଛାୟା।

 SP Supremo Mulayam Singh Yadav No more
ଆଉ ନାହାନ୍ତି ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ

ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା।

mulayam singh yadavs in icu
ମୁଲାୟମଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ଆଇସିୟୁରେ ଭର୍ତ୍ତି

ଗତ  କିଛି ଦିନ ଅସୁସ୍ଥ ଥିବା ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ଅବସ୍ଥା ଗୁରୁତର ହୋଇଛି। ୮୨ ବର୍ଷୀୟ ମୁଲାୟମ  ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ଗତକାଲି  ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି ।

Akhilesh Yadav & Aparna Yadav
ଅଖିଳେଶ ଯାଦବଙ୍କୁ ଟକ୍କର ଦେଲେ ଭାଇ ବୋହୂ ଅପର୍ଣ୍ଣା, ଜାଣନ୍ତୁ ସେ କିଏ ?

ଯାଦବ ପରିବାରର ଜଣେ ସଦସ୍ୟଙ୍କୁ ଦଳରେ ମିଶାଇ ବିଜେପି ସମାଜବାଦୀ ପାର୍ଟିକୁ ଏକ ଝଟକା ଦେଇଛି । ଏହି ଘଟଣା ଉତ୍ତରପ୍ରଦେଶ ରାଜନୀତି ଉପରେ ଢେର୍ ପ୍ରଭାବ ପକାଇଛି ।  

Aparna Yadav
ୟୁପିରେ ବଢ଼ିଲା ବିଜେପିର ଶକ୍ତି, ପଦ୍ମ ଧରିଲେ ମୁଲାୟମଙ୍କ ସାନ ବୋହୂ ଅପର୍ଣ୍ଣା

ଉତ୍ତରପ୍ରଦେଶ ନିର୍ବାଚନ ହେବାକୁ ଆଉ ମାତ୍ର କିଛି ସପ୍ତାହ ଥିବାବେଳେ ଏହା ପୂର୍ବରୁ ସମାଜବାଦୀ ପାର୍ଟିକୁ ଶକ୍ତ ଝଟ୍‌କା ଲାଗିଛି। ମୁଲାୟମ ସିଂ ଯାଦବଙ୍କ ସାନ ବୋହୂ ଅପର୍ଣ୍ଣା ଯାଦବ ଆଜି ବିଜେପିରେ ସାମିଲ ହୋଇଛନ୍ତି।