• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Municipal Elections 2022

odisha municipal election
ପୌର ନିର୍ବାଚନ: ନାମାଙ୍କନ ପତ୍ର ଦାଖଲର ଦ୍ୱିତୀୟ ଦିନ, କେଉଁ ଦଳରୁ କିଏ ଲଢ଼ିବେ ?

ପୌର ନିର୍ବାଚନରେ ନାମାଙ୍କନ ଦାଖଲର ଆଜି ଦ୍ୱିତୀୟ ଦିନ । ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ପୌର ନିର୍ବାଚନକୁ ନେଇ ଉତ୍ସାହିତ ଅଛନ୍ତି । ଭୁବନେଶ୍ୱର ମହାନଗର ନିଗମ ମେୟର ନିର୍ବାଚନରେ କେଉଁ ଦଳ କାହାକୁ ପ୍ରାର୍ଥୀ କରିବେ ଏହାକୁ ନେଇ ସସପେନ୍ସ ଲାଗି ରହିଛି ।

Municipal Election
ବ୍ରହ୍ମପୁର ମେୟର ପଦ ଲାଗି ବଢୁଛି ଉତ୍କଣ୍ଠା

ଏଥର ମେୟର ପାଇଁ ସିଧାସଳଖ ନିର୍ବାଚନ ହେଉଥିବାରୁ କେଉଁ ଯୋଗ୍ୟ ମହିଳାଙ୍କୁ ମିଳିବ ଟିକଟ୍ ତାକୁ ନେଇ ବଢିଛି ଉତ୍କଣ୍ଠା।

Cuttack Municipal Corporation
ପୌର ନିର୍ବାଚନ: ଆଜିଠୁ ନାମାଙ୍କନପତ୍ର ଦାଖଲ, ଗିରିବାଳା ବେହେରା କଂଗ୍ରେସର କଟକ ମେୟର ପ୍ରାର୍ଥୀ

ପୌର ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ସେପଟେ ଗିରିବାଳା ବେହେରାଙ୍କୁ କଂଗ୍ରେସ କଟକ ମେୟର ପ୍ରାର୍ଥୀ କରିଛି।ପୌର ନିର୍ବାଚନ ସମ୍ପର୍କିତ ବୈଠକ ପରେ କଂଗ୍ରେସ ଗିରିବାଳାଙ୍କ ନାଁ ଘୋଷଣା କରିଛି। 

Odisha Municipal Election
ପୌର ନିର୍ବାଚନ ପାଇଁ ବାହାରିଲା ବିଜ୍ଞପ୍ତି, ୨ରୁ ନାମାଙ୍କନ ପତ୍ର ଦାଖଲ

ପୌର ନିର୍ବାଚନ ପାଇଁ ଆଜି ରାଜ୍ୟ ନିର୍ବାଚନ କମିଶନ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରିଛନ୍ତି। ମାର୍ଚ୍ଚ ୨ ତାରିଖରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବାକୁ ଥିବାବେଳେ ୭ ତାରିଖ ପର୍ଯ୍ୟନ୍ତ ଏହା ଚାଲିବ। 

 Municipal Elections
ବାଜିଲା ପୌର ନିର୍ବାଚନ ବିଗୁଲ୍‌, ମାର୍ଚ୍ଚ ୨୪ରେ ଭୋଟ୍‌ ଗ୍ରହଣ

ମାର୍ଚ୍ଚ ୨୪ରେ ହେବ ପୌର ନିର୍ବାଚନ ଭୋଟ୍‌ ଗ୍ରହଣ।। ଏନେଇ ଆଜି ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ମାର୍ଚ୍ଚ ୨୬ରେ ପୌର ନିର୍ବାଚନର ଭୋଟ୍‌ ଗଣତି ହେବ।