• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Murder Case In Bhubaneswar

Murder Case In Bhubaneswar
ପ୍ରେସ୍‌ଛକ ହତ୍ୟାକାଣ୍ଡ: ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି କମିଶନରେଟ ପୋଲିସ୍

ଭୁବନେଶ୍ୱର ପ୍ରେସ୍ ଛକରେ ଯୁବକଙ୍କୁ ହତ୍ୟା ମାମଲା । ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି କମିଶନରେଟ ପୋଲିସ୍ । ମୁଖ୍ୟ ଅଭିଯୁକ୍ତ ସମେତ ଅନ୍ୟ ଜଣଙ୍କୁ ଅଟକ ରଖିଛି ସହିଦ ନଗର ପୋଲିସ । ଏହି ତିନି ଜଣ ହେଉଛନ୍ତି, ମିଲୁ, ସତ୍ୟ ଏବଂ ଜିତେନ୍ଦ୍ର । ଏମାନଙ୍କଠାରୁ ହତ୍ୟାରେ ବ୍ୟବହୃତ କରିଥିବା ଛୁରୀ ଓ ଅନ୍ୟାନ୍ୟ ସାମଗ୍ରୀକୁ ଜବତ କରିଛି ପୋଲିସ୍ ।