ମାଆ ଅନ୍ତେ ବାପା ଘରର ସବୁକିଛି । ଯଦି ସେହି ବାପା ରାକ୍ଷସ ପାଲଟିବ, ତେବେ କ’ଣ ହେବ ପରିସ୍ଥିତି ? ନିଜ ଜଲନ୍ମକଲା ପୁଅକୁ କଲବଲ କରି ମାରିଦେଲା ବାପା ।
‘ ମୁଁ ସମସ୍ତଙ୍କୁ ମାରିଦେଲି ’ . . .ସୁଶୀଲ କାନ୍ଦିକାନ୍ଦି ପରିବାରର ସମସ୍ତଙ୍କୁ ମାରି ଦେଇଥିବା କହିଥିଲେ
ଜନ୍ମକଲା ପୁଅକୁ ଆରପାରିକୁ ପଠାଇଦେଲା ରାକ୍ଷସ ବାପା । ମଧ୍ୟପ୍ରଦେଶ ଇନ୍ଦୋରରେ ଏଭଳି ହୃଦୟବିଦାରକ ଘଟଣା ଦେଖିବାକୁ ମିଳିଛି ।
ଦୁର୍ଭାଗ୍ୟବଶତଃ ଯେଉଁ ରୋଗୀକୁ ଡାକ୍ତର ନୂଆ ଜୀବନ ଦେଉଥିଲେ, ସେହି ରୋଗୀ ହିଁ ନେଇଗଲା ତାଙ୍କର ଜୀବନ ।
ଦିଲ୍ଲୀରେ ତାଙ୍କର 1BHK ଫ୍ଲାଟ୍ରେ ମାଆଙ୍କୁ ଆଣି ରଖିଲେ । ମାଆଙ୍କୁ ପାଖରେ ରଖି ତାଙ୍କର ଦେଖାଶୁଣା କରିବେ ବୋଲି ସେ ଆଣିଥିଲେ ।
ଅନେକ ବର୍ଷ ଧରି ପ୍ରେମ ସମ୍ପର୍କରେ ରହିବା ପରେ ବି ଜାଣିଶୁଣି ବିବାହରେ ବିଳମ୍ବ କରୁଥିଲେ ପ୍ରେମିକ । ଶେଷରେ ପ୍ରତିଶୋଧ ପରାୟଣ ହୋଇ ରକ୍ତମୁଖା ପାଲଟିଲା ପ୍ରେମିକା. . .
ପୁଅ ହତ୍ୟାର ପ୍ରତିଶୋଧ ନେଲା ବାପା। ହତ୍ୟାକାରୀକୁ ଜାମିନରେ ଆଣି ପରେ ତା’ର ଜୀବନ ନେଲେ। ଉତ୍ତରପ୍ରଦେଶ ଖେରି ଜିଲ୍ଲାର ମିତାଉଲି ଅଞ୍ଚଳରେ ଏହି ଚାଞ୍ଚଲ୍ୟକର ଘଟଣା ଘଟିଛି।
ହତ୍ୟାର ପ୍ରକୃତ କାରଣ ଅସ୍ପଷ୍ଟ ଥିବା ବେଳେ ସଦର ଥାନା ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
କବାବ୍ ଖାଇଦେଲେ, ଟଙ୍କା ଦେଲେନି । ଟଙ୍କା ମାଗିବାରୁ ଗୁଳି ମାରିଦେଲେ . . ବରେଲିର ପ୍ରେମନଗର ଅଞ୍ଚଳର ଏକ ପୁରୁଣା କବାବ ଦୋକାନରେ ଏହି ଘଟଣା ଘଟିଛି।
୧୦ ବର୍ଷ ତଳର ଶତ୍ରୁତା ପାଇଁ ଜୀବନ ଚାଲିଗଲା । ଗୁଳିମାଡ଼ରେ ଗୋଟିଏ ପରିବାରର ୩ ଜଣ ମହିଳାଙ୍କ ସମେତ ୬ ଜଣ ପ୍ରାଣ ହରାଇଛନ୍ତି।
ଯୁବତୀ ଜଣକ ସବୁବେଳେ ଯୁବକଙ୍କୁ ଫୋନ୍ କରି ତାଙ୍କର ଫଟୋ ଏବଂ ଭିଡିଓ ରଖିଥିବା କଥା କହୁଥିଲେ ।
ସ୍ୱାମୀ ନାଁରେ କଳଙ୍କ । ନିଜ ନାବାଳିକା ସ୍ତ୍ରୀକୁ ମାରି ପକାଇଲା . .
ନିଶା ସେବନ ପାଇଁ ଟଙ୍କା ନଦେବାରୁ ବୃଦ୍ଧ ବାପାକୁ ପିଟି ପିଟି ମାରି ଦେଲା ପୁଅ। କଟକ ଜିଲ୍ଲା ଆଠଗଡ଼ ଥାନା ବେଣ୍ଟପଦା ଗାଁରେ ଘଟିଛି ଏହି ଘଟଣା।
ଯିଏ ମଥାରେ ସିନ୍ଦୂର ଦେଇ ସାତ ଜନ୍ମର ସାଥୀ ହେବ ବୋଲି ହାତ ଧରିଥିଲା ସିଏ ହିଁ ନିର୍ଦ୍ଦୟ ପାଲଟିଗଲା। ଯେଉଁ ମୁଣ୍ଡରେ ସିନ୍ଦୂର ଦେଇଥିଲା, ସେହି ମୁଣ୍ଡକୁ କାଟିବା ସହ ୨ ହାତକୁ ବି ଶରୀରରୁ ଅଲଗା କରିଦେଲା।
ହତ୍ୟା ଅଭିଯୋଗ ଆଣିଲେ ମୃତ ଠିକାଦାରଙ୍କ ଭାଇ । ସଠିକ ତଦନ୍ତ କରି ହତ୍ୟାକାରୀଙ୍କୁ ଧରିବାକୁ ଦାବି ।
ଏ କେମିତିକା ମା’ ? ଯିଏ ନିଜ ଛୁଆକୁ ହତ୍ୟା କରି ତା’ର କଲିଜା ଖାଇବାକୁ ମଧ୍ୟ ପଛାଇଲେ ନାହିଁ। ଏହା ପଛର କାରଣ ମଧ୍ୟ ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। କେନିଆରେ ଏଭଳି ଘଟଣା ଘଟିଛି।
ଅନୈତିକ ସମ୍ପର୍କ ପାଇଁ ଯୁବକଙ୍କୁ ପିଟି ପିଟି ହତ୍ୟା
ଲିଭ୍-ଇନ୍ ପାର୍ଟନରଙ୍କ ତଣ୍ଟି ଚିପି ହତ୍ୟା ପରେ ଘରଠୁ ୧୨ କି.ମି. ଦୂରରେ ମୃତଦେହ ଫିଙ୍ଗିଲେ। ମୃତ ମହିଳାଙ୍କ ଶରୀରରେ କୌଣସି କ୍ଷତ ଚିହ୍ନ ମିଳିନାହିଁ।
ଶାରୀରିକ ସମ୍ପର୍କ ରଖିବା ପାଇଁ ମନା କରିବା ପରେ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା । ରାଗିଯାଇ କୂଅକୁ ଡେଇଁ ପଡ଼ିଥିଲେ ମହିଳା. . ଆଉ ତା’ପରେ...
ଘରେ ପଡ଼ିଛି ସ୍ୱାମୀ ଏବଂ ୨ ସ୍ତ୍ରୀଙ୍କ କ୍ଷତାକ୍ତ ମୃତଦେହ
ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ମୃତ ବ୍ୟକ୍ତିଙ୍କ ଶରୀର ନିକଟସ୍ଥ କ୍ଷେତରେ ପଡ଼ିଥିବା ପୋଲିସ କହିଛି । ମୃତକଙ୍କ ଭାଇଙ୍କ ଅଭିଯୋଗ ଅନୁସାରେ ପଡ଼ୋଶୀରେ ରହୁଥିବା ୮ଜଣ ବ୍ୟକ୍ତି ତାଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ।
ନିର୍ଦ୍ଦୟ ସମ୍ପର୍କୀୟ । ଯୁବକଙ୍କୁ ଛେଚି ମାରିଦେଲେ । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ । ଅଭିଯୁକ୍ତକୁ ଅଟକ ରଖିଲା ପୋଲିସ ।