ପୋଷ୍ଟମୋର୍ଟମ୍ ରିପୋର୍ଟରେ ଯାହା ଥିଲା ଡାଏଟମ୍ ଟେଷ୍ଟ୍ରେ ବି ସମାନ କଥା ଆସିଲା। ଏବେ ଭିସରା ରିପୋର୍ଟକୁ ଅପେକ୍ଷା ରହିଛି। ଯଦି ଚିନ୍ମୟୀଙ୍କ ମୃତ୍ୟୁ ପାଣିରେ ବୁଡ଼ି ହୋଇଥିବା ସ୍ପଷ୍ଟ କରୁଛନ୍ତି ଏସ୍ପି। ତେଣେ ଆତ୍ମହତ୍ୟା ଥିଓରୀକୁ ବିଶ୍ୱାସ କରୁ ନଥିବା ଚିନ୍ମୟୀଙ୍କ ମାଆ ନ୍ୟାୟ ପାଇଁ ହାଇକୋର୍ଟ ଯିବେ ବୋଲି ଦୋହରାଇଛନ୍ତି।
ଜ୍ୱାଇଁଙ୍କୁ ପିଟି ପିଟି ମାରିଦେଲେ ଶ୍ୱଶୁରଘର ଲୋକେ। ହତ୍ୟା ପରେ ମୃତଦେହକୁ ଅଖାରେ ଭର୍ତ୍ତି କରି ପ୍ରମାଣ ନଷ୍ଟ କରିବାକୁ ଉଦ୍ୟମ ବେଳେ ପୋଲିସ କାବୁ କରିଥିଲା।
ଶାଶୂଘରକୁ ଆସିଥିଲା ସ୍ୱପ୍ନ ନେଇ...ହେଲେ ସବୁ ଚୁରମାର ହୋଇଗଲା । ୧୨ ଦିନ ତଳେ ଯେଉଁ ଘରକୁ ସବାରୀ ଯାଇଥିଲା...ଆଜି ସେହି ଘରୁ ଉଠିଲା କୋକେଇ । ସଂସାର ଗଢ଼ିବା ଆଗରୁ ଯୌତୁକ ପାଇଁ ଶାଶୂ ଘର ଲୋକେ ନବବଧୂକୁ ମାରି ଦେଇଥିବା ଭଳି ସଙ୍ଗୀନ ଓ ସାଙ୍ଘାତିକ ଅଭିଯୋଗ ହୋଇଛି । କଟକ ନରସିଂହପୁର ନିମସାହିରେ ଘଟିଛି ଏମିତି ଅଭାବନୀୟ ଘଟଣା । ଆଉ ମୃତ ନବବଧୂ ଜଣଙ୍କ ହେଉଛନ୍ତି ମିନାକ୍ଷୀ ନାଏକ ।
ଅଭିଯୁକ୍ତର ବାପା ଗୃହ ବିଭାଗରେ ଅଫିସର ଥିବାରୁ ତାଙ୍କୁ ପୋଲିସଠାରୁ ନ୍ୟାୟ ମିଳିବନି ବୋଲି ଦୋହରାଇଛନ୍ତି ଚିନ୍ମୟୀଙ୍କ ମାଆ । ତେଣୁ ନ୍ୟାୟ ପାଇଁ ଦରକାର ପଡ଼ିଲେ ହାଇକୋର୍ଟରୁ ସୁପ୍ରିମକୋର୍ଟ ଯାଏଁ ଯିବୁ ବୋଲି କହିଛନ୍ତି ଚିନ୍ମୟୀଙ୍କ ମାଆ ।
ଭାଇକୁ ମାରିଲା ଭାଇ । ସମ୍ପର୍କ ନୁହେଁ ଭାଇ ପାଇଁ ବଡ଼ ହୋଇଗଲା ଟଙ୍କା ।
ପୋଲିସ ବ୍ୟକ୍ତି ଜଣକଙ୍କ ମୃତଦେହ ଉଦ୍ଧାର କରିବା ସହ ଏନେଇ ଅଧିକ ତଦନ୍ତ ଚଳାଇଛି । ପୋଲିସ କହିଛି, ମୃତ ବ୍ୟକ୍ତିଙ୍କ ଗଳା ଓ ଦେହରେ ଅନେକ ଆଘାତ ଲାଗିଛି । ସଂପୃକ୍ତ ମହିଳା ଜଣଙ୍କ ଏହି ବ୍ୟକ୍ତିଙ୍କ ପଞ୍ଚମ ପତ୍ନୀ ଥିଲେ।
ମହିଳା ଜଣକ ଅନ୍ୟ ଜଣେ ପୁରୁଷଙ୍କୁ ପ୍ରେମ କରୁଥିଲେ । ଆଉ ସେହି ପ୍ରେମ ପାଇଁ ସ୍ୱାମୀଙ୍କୁ ହତ୍ୟା କରିଥିଲେ । ସ୍ୱାମୀଙ୍କୁ ମାରିବା ପରେ ନଦୀକୂଳରେ ଫିଙ୍ଗିଦେଇ ପ୍ରେମିକ ସହ ଅନ୍ୟତ୍ର ଚାଲିଯାଇଥିଲା । ମହିଳା ଜଣକ ନିଜ ଭାଣିଜୀର ବାହାଘରରେ ଯୋଗଦେବାକୁ ୧୦ ଫେବ୍ରୁଆରୀରେ ତାଙ୍କ ଘରେ ପହଞ୍ଚିଥିଲେ ।
ଯୁବତୀଙ୍କ ସହିତ ବ୍ରେକ୍ଅପ୍ କରିବା ପରେ ମଧ୍ୟ ନବୀନ ତାଙ୍କ ସହ ଯୋଗାଯୋଗରେ ରହିବାକୁ ଚେଷ୍ଟା କରୁଥିଲେ । ଯୁବତୀଙ୍କୁ ନବୀନ ହ୍ୱାଟସଆପ୍ ମେସେଜ କରିଥିଲେ । ଯାହା କୃଷ୍ଣଙ୍କୁ ଖରାପ ଲାଗିଥିଲା । ପରେ ଫେବ୍ରୁଆରୀ ୧୭ତାରିଖରେ ଏହି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା ।
ଧାରକରଜ ବଢୁଥିଲା, ଏପଟେ କୋଭିଡ୍ ପରେ ରୋଜଗାର ବି କମି କମି ଚାଲିଥିଲା। କରଜ ଶୁଝି ନପାରି ସ୍ତ୍ରୀ ଓ ୨ ପୁଅଙ୍କୁ ଜଣେ ବ୍ୟକ୍ତି ମାରିଦେଲେ।
ଅନ୍ତର୍ଜାତୀୟ ହକି ତାରକା ବୀରେନ୍ଦ୍ର ଲାକ୍ରାଙ୍କ ନାଁରେ ହତ୍ୟା ଅଭିଯୋଗ ଆସିଥିଲା । ବନ୍ଧୁ ଆନନ୍ଦ ଟପ୍ପୋଙ୍କୁ ବୀରେନ୍ଦ୍ର ଓ ତାଙ୍କର ଜଣେ ମହିଳା ବନ୍ଧୁ ମନଜିତ୍ ଟେଟେ ମିଶି ହତ୍ୟା କରିଥିବା ଆନନ୍ଦଙ୍କ ବାପା ବନ୍ଧନା ଟପ୍ପୋ ଅଭିଯୋଗ ଆଣିଥିଲେ ।
ଗତ ବର୍ଷ ଠାରୁ ମହିଳା ଜଣକ ଅବଦୁଲ ହୁସେନ ନାମକ ଜଣେ ଯୁବକଙ୍କୁ ପ୍ରେମ କରୁଥିଲେ । ତାଙ୍କ ସହ ଶାରୀରିକ ସମ୍ପର୍କ ମଧ୍ୟ ରଖିଥିଲେ । ଗତ ମଙ୍ଗଳବାର ଉଭୟ ବିବାହ କରିବାକୁ ମନସ୍ଥ କରିଥିବା ବେଳେ ପିଲାଟିକୁ ସାଙ୍ଗରେ ନେବାକୁ ପ୍ରେମିକ ହୁସେନ ମନା କରିଦେଥିଲା । ଫଳରେ ଉଭୟ ଛୋଟ ପୁଅଟିକୁ ପିଟିପିଟି ହତ୍ୟା କରିଥିଲେ ।
ସ୍ୱାମୀ ଓ ଶାଶୁଙ୍କୁ ହତ୍ୟା କରି ମୃତଦେହକୁ ଖଣ୍ଡ ଖଣ୍ଡ କରି ଫ୍ରିଜ୍ରେ ରଖିଲା ବୋହୂ। ଗତବର୍ଷ ଅଗଷ୍ଟ ୧୭ରେ ହତ୍ୟାକାଣ୍ଡ ଘଟିଥିବା ବେଳେ ଚଳିତ ବର୍ଷ ଫେବୃଆରୀ ୧୯ରେ ସାମ୍ନାକୁ ଆସିଥିଲା।
ଜଣେ ଯୁବକ ଆଇଫୋନ୍ ପାଇଁ ପୁରା ପ୍ଲାନିଂ ସହ ନା କେବଳ ଜଣେ ଡେଲିଭରୀ ବୟଙ୍କୁ ହତ୍ୟା କରିଛନ୍ତି, ବରଂ ପ୍ରମାଣ ନଷ୍ଟ ପାଇଁ ମୃତଦେହକୁ ଜାଳିଦେଇଥିଲେ।
ନବ ଦାସ ହତ୍ୟା ଓ ଅନ୍ୟ ଗରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଗୁମର ଖୋଲୁଥିବାରୁ ତାଙ୍କୁ ଶାସକ ଦଳ ଟାର୍ଗେଟ କରୁଛି ବୋଲି ଜୟନରାୟଣ ଅଭିଯୋଗ କରିଛନ୍ତି । ତେବେ ଆଗକୁ ବିଧାନସଭା ବଜେଟ୍ ଅଧିବେଶନ ଥିବାରୁ ଗୃହରେ ନବ ଦାସ ହତ୍ୟାକାଣ୍ଡ ଏକ୍ସପୋଜ୍ ହେବ, ଘଟଣା ପଛରେ ରହିଥିବା ଅନେକ ରହସ୍ୟର ଖୁଲାସା କରାଯିବ ବୋଲି ଚେତାବନୀ ଦେଇଛନ୍ତି ବିରୋଧୀ ଦଳ ନେତା ।
ମହାରାଷ୍ଟ୍ରର ପାଲଘରରେ ଲିଭ-ଇନ୍ ପାର୍ଟନରକୁ ହତ୍ୟା କରି ବେଡ୍ ତଳେ ପ୍ରେମିକ ଲୁଚାଇ ରଖିଥିବା ଘଟଣା ଏବେ ସାମ୍ନାକୁ ଆସିଛି । ପ୍ରେମିକାକୁ ହତ୍ୟା କରିବା ପରେ ମୃତ ଶରୀରକୁ ଲୁଚାଇ ଖସି ଚାଲିଯିବାକୁ ଚେଷ୍ଟା କରିଥିଲା ପ୍ରେମିକ । ହେଲେ ପୋଲିସ ନଜରରୁ ସେ ଖସିପାରିନଥିଲା। ଖାଲି ଖସିନଥିଲା ତାହା ନୁହେଁ ବରଂ ଜହ୍ଲାଦ ପ୍ରେମିକକୁ ଗିରଫ କରିଛି ପୋଲିସ୍।
ସାହିଲ ଫେବୃଆରୀ ୯ ତାରିଖରେ ନିଜ ଏନ୍ଗେଜ୍ମେଣ୍ଟ ପାର୍ଟିରେ ସାଙ୍ଗମାନଙ୍କ ସହ ଜବରଦସ୍ତ ଡ୍ୟାନ୍ସ କରିଥିଲା। ଏହାପରେ ନିକ୍କିଙ୍କ ତଣ୍ଟି ଚିପି ସେ ହତ୍ୟା କରି ମୃତଦେହକୁ ଫ୍ରିଜରେ ରଖିଥିଲା।
ମହାରାଷ୍ଟ୍ରରେ ବି ପ୍ରେମିକାକୁ ମାରି ବେଡ୍ ବକ୍ସରେ ଲୁଚାଇଥିଲା ପ୍ରେମିକ
ଦିଲ୍ଲୀର ନିକ୍କି ଯାଦବ ହତ୍ୟା ପରେ ଆଉ ଏକ ଲୋମଟାଙ୍କୁରା ହତ୍ୟା ଘଟଣା ସାମ୍ନାକୁ ଆସିଛି। ପ୍ରେମିକ ଜଣକ ପ୍ରେମିକାକୁ ହତ୍ୟା କରିବା ପରେ ତା’ର ଶବକୁ ଖଣ୍ଡ ଖଣ୍ଡ କରି ବକ୍ସ ଖଟ ଭିତରେ ଲୁଚାଇ ରଖିଥିଲା।
ଦିନରେ ଲିଭ୍-ଇନ୍-ପାର୍ଟନରକୁ ହତ୍ୟା କଲା ଓ ରାତିରେ ଅନ୍ୟ ଜଣେ ଯୁବତୀଙ୍କୁ ବାହା ହେଲା ପ୍ରେମିକ। ଦିଲ୍ଲୀରେ ଶ୍ରଦ୍ଧା ହତ୍ୟାକାଣ୍ଡ ଭଳି ଆଉ ଏକ ଘଟଣା ସାମ୍ନାକୁ ଆସିଛି।
ବହୁ ପୁଅଙ୍କ ସହ ମିଶୁଥିଲା ଝିଅ, ଫୋନ୍ରେ ଗପୁଥିଲା । ଶେଷରେ ତା’ପାଖରୁ ମିଳିଲା ପ୍ରେଗ୍ନେନ୍ସି କିଟ୍ । ତାପରେ...
CM ପଦ ପାଇଁ ଶନି ମନ୍ଦିର ପୂଜା କଥା ଲିକ୍ ହେବାରୁ ନବଙ୍କୁ ହଟାଗଲା ବୋଲି ସେ କହିଛନ୍ତି।
କିଏ କଲା ନିର୍ମମ ହତ୍ୟା ? ଖୋଜୁଛି ପୋଲିସ
୨୦ ବର୍ଷୀୟ ଯୁବକ ନିଜର ପକ୍ଷାଘାତ ବାପାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ବେଡ୍ ଉପରେ ବାପା ପରିସ୍ରା କରି ଦେବାରୁ ପୁଅ ଏହି ହତ୍ୟା କରିଥିଲା।
ଜଣେ ବନ୍ଧୁ ଅନ୍ୟ ଜଣେ ବନ୍ଧୁଙ୍କୁ ହତ୍ୟା କରିବା ପରେ ଅକାଳରେ ତାର ଜୀବନ ଯାଇଛି । ଏପରି ଏକ ଘଟଣା ଘଟିଛି ମହାରାଷ୍ଟ୍ର ସାବନ୍ତବାଡ଼ିରେ ।
ସାମାନ୍ୟ ବଚସା ପାଇଁ ଚାଲିଗଲା ଜୀବନ । ବନ୍ଧୁର ଜୀବନ ନେଇଗଲେ ଦୁଇ ବନ୍ଧୁ ।