ଅଭିଯୋଗ ପରେ ସାଇନଣ୍ଟିଫିକ ସହ ଘଟଣା ସ୍ଥଳରେ ପହଁଚି ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ।
ଶ୍ରଦ୍ଧାଙ୍କ ହତ୍ୟାକାଣ୍ଡ ମନରୁ ନଲିଭୁଣୁ ପୁଣି ସମାନ ଅପରାଧ ସୁରତରେ ଘଟିଛି। ଗର୍ଲଫ୍ରେଣ୍ଡ୍ ବିବାହ ପାଇଁ ବାଧ୍ୟ କରିବାରୁ ଅତି ନିର୍ମମ ଭାବେ ହତ୍ୟା କରିଛି ବୟଫ୍ରେଣ୍ଡ୍।
ଅଭିଯୁକ୍ତ ପୁଅ ବିଠାଲା କୁଲାଲିକୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ।
ଇନ୍ପୋସିଟି ଥାନା ଆଇଆଇସିଙ୍କୁ ଫିଲ୍ଡ ପୋଷ୍ଟିଂ ନଦେବାକୁ କହିବା ସହ ଟ୍ରେନିଂରେ ପଠାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ ।
ରାତିରେ ୨ଥର ଶାରୀରିକ ସମ୍ପର୍କ ରଖିବାକୁ ମନା କରିଦେଲା ସ୍ତ୍ରୀ। ଫଳରେ ଏଥିରେ ରାଗି ଯାଇ ପତ୍ନୀର ଜୀବନ ନେଲା ସ୍ୱାମୀ।
ଘର ଭିତରେ ଥିବା ସିଲ୍ ଡ୍ରମରୁ ଜଣେ ମହିଳାଙ୍କ ଗଳିତ କଟା ଶବ ମିଳିଥିଲା ।
ସିରିୟଲ ‘କୁବୁଲ ହେ’ ଦେଖି ଯୁବତୀ ଜଣକ ପ୍ରେମିକ ସହ ମିଶି ନିଜ ମୃତ୍ୟୁର ମିଛ କାହାଣୀ ଗଢ଼ିଥିଲେ। ଏହାକୁ ଯେମିତି ସମସ୍ତେ ସତ ଭାବିବେ ଏଥିପାଇଁ ସେ ଅନ୍ୟ ଜଣେ ଯୁବତୀଙ୍କୁ ହତ୍ୟା ମଧ୍ୟ କରିଥିଲେ।
ଅଫ୍ତାବ ଏବେ ସୁସ୍ଥ ଅଛି । ଦିଲ୍ଲୀ ରୋହିଣୀର ,କ ହସ୍ପିଟାଲରେ ଏହି ନାର୍କୋଟେଷ୍ଟ କରାଯାଇଥିଲା ।
ଖାଲି ସେତିକି ନୁହେଁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉକ୍ତ ପ୍ରେମିକାକୁ ଜଙ୍ଗଲରେ ଫିଙ୍ଗି ଦେଇଥିଲା ପ୍ରେମିକ ।
ଅଫତାବ ଏପରି ନାଟକ କରୁଥିଲା ଯେ ଯେମିତି କିଛି ବି ହୋଇନାହିଁ । ଏମିତିକି ଶ୍ରଦ୍ଧାଙ୍କ ଶରୀର ଖଣ୍ତ ଖଣ୍ତ ହୋଇ ଘରେ ଥିବା କଥା ବି ମୁଁ ଜାଣିପାରିନଥିଲି।
ଡିସେମ୍ବର ୮ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀର ତିହାର ଜେଲ୍ରେ ରହିବ ବୋଲି ଅଦାଲତ ନିର୍ଦେଶ ଦେଇଛନ୍ତି ।
ପୁଅ ସହ ମିଶି ଜଣେ ମହିଳା ସ୍ୱାମୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପରକୀୟା ପ୍ରୀତି ସନ୍ଦେହରେ ମହିଳା ଜଣକ ଏଭଳି କାଣ୍ଡ ଭିଆଇ ଥିବା ଜଣାପଡ଼ିଛି।
ଜେଲର ଚାରିକାନ୍ଥ ଭିତରେ ସୈତାନ୍ ଅଫତାବ୍ ।
ଶ୍ରଦ୍ଧାଙ୍କୁ ହତ୍ୟା ପରେ ଅଫତାବ୍ ଅନ୍ୟ ଜଣେ ଯୁବତୀଙ୍କ ସହ ଡେଟିଂ କରିଥିଲା। ସେ ହିଁ ରକ୍ତ ଛିଟାକୁ ସଫା କରିବା, କଟା ମୃତଦେହକୁ ଜଙ୍ଗଲରେ ଫୋପାଡ଼ିବା ଭଳି କାମରେ ଅଫତାବ୍କୁ ସହାୟତା କରିଥିଲେ।
ଶୋଇଥିବା ବେଳେ ୩ ଭାଇକୁ ଗୁଳି କରି ହତ୍ୟା। ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଏତେ ଉଗ୍ରରୂପ ନେଇଥିଲା ଯେ, ଅକାଳରେ ୩ ଜୀବନ ଚାଲି ଯାଇଛି।
ଫରିଦାବାଦରୁ ଅଞ୍ଚଳରୁ ଏକ ସନ୍ଦେହଜନକ ସୁଟ୍କେସ୍ ମିଳିଛି। ଏହା ଭିତରେ ମୃତଦେହର କିଛି ଅଂଶ ଥିବା ଜଣାପଡ଼ିଛି। ତେଣୁ ଏହି ଘଟଣା ଦିଲ୍ଲୀର ଶ୍ରଦ୍ଧା ଓ୍ୱାକର ହତ୍ୟା ମାମଲା ସହ ଲିଙ୍କ୍ ଥାଇପାରେ ବୋଲି ପୋଲିସ୍ ସନ୍ଦେହ କରୁଛି।
ଗତ ଦୁଇ ଦିନ ଧରି ପଲିଗ୍ରାଫ ଟେଷ୍ଟରେ ଶ୍ରଦ୍ଧା ମର୍ଡରର ନୂଆ ତଥ୍ୟ ସାମ୍ନାକୁ ଆସିଛି । ଦୃଶ୍ୟମ ଫିଲ୍ମ ଦେଖି ଆଫତାବ ଭିଆଇଥିଲା ଏହି କାଣ୍ତ ।
ଜହ୍ଲାଦ ପ୍ରେମିକ ତଥା ଅଭିଯୁକ୍ତ ଅଫତାବ୍ ପୁନାୱାଲା ଗୋଟିଏ ପରେ ଗୋଟିଏ ସତ ଓଗାଳୁଛି। ଶ୍ରଦ୍ଧାଙ୍କୁ କେମିତି ହତ୍ୟା କରିଥିଲା, ହତ୍ୟା ପରେ ମୃତଦେହକୁ ଖଣ୍ଡ ଖଣ୍ଡ କରି କେଉଁଠି ଫିଙ୍ଗିଥିଲା...ସବୁକିଛି ଗୋଟି ଗୋଟି କରି ଅଫତାବ୍ ପୋଲିସ୍ ଆଗରେ କହିଛି।
ପ୍ରେମିକା ପାଇଁ ସ୍ତ୍ରୀକୁ ହତ୍ୟା । ଅଭିଯୁକ୍ତକୁ ବାନ୍ଧିଲା ପୋଲିସ୍ ।
ସ୍ତ୍ରୀକୁ ମାରି ମୃତଦେହକୁ ଖଣ୍ଡ ଖଣ୍ଡ କରି ବାହାରେ ଫିଙ୍ଗିଲା ସ୍ୱାମୀ। ଦିଲ୍ଲୀରେ ଶ୍ରଦ୍ଧା ୱାକର୍ ମର୍ଡର କେସ୍ ମନରୁ ନଲିଭୁଣୁ ସମାନ ଘଟଣା ଏବେ ସାମ୍ନାକୁ ଆସିଛି।
୨୦୨୦ରେ ଶ୍ରଦ୍ଧାଙ୍କୁ ହତ୍ୟା ପାଇଁ ଅଫତାବ୍ ଧମକ ଦେଇଥିଲା। ଅଫତାବ୍ ତାଙ୍କୁ ଜୀବନରୁ ମାରିଦେବ ବୋଲି ଶ୍ରଦ୍ଧା ଆଶଙ୍କା କରି ୨୦୨୦ ମସିହା ନଭେମ୍ବର ୨୩ରେ ପୋଲିସ୍ରେ ଅଭିଯୋଗ କରିଥିଲେ।
ଶ୍ରଦ୍ଧାଙ୍କ ମୃତ୍ୟୁ ପୂର୍ବର ଶେଷ ଚାଟ୍ ସାମ୍ନାକୁ ଆସିଛି। ଏହା ମେ’ ୧୮ ତାରିଖର ଅର୍ଥାତ୍ ଶ୍ରଦ୍ଧାଙ୍କ ମୃତ୍ୟୁର କିଛି ଘଣ୍ଟା ପୂର୍ବର ହୋଇଥିବା ଜଣାପଡ଼ିଛି।