ଦିଲ୍ଲୀରେ ଶ୍ରଦ୍ଧା ୱାକର୍ ମର୍ଡର କେସ୍ର ଅଭିଯୁକ୍ତ ଅଫତାବ୍ ଅମିନ୍ ପୁନାୱାଲା ଦିଲ୍ଲୀ ପୋଲିସ୍ର ଜେରା ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଓଗାଳିଛି।
ଅଫତାବକୁ ଫାଶିଦଣ୍ଡ ଦାବି କଲେ ଆଇନଜୀବୀ ।
ଶ୍ରଦ୍ଧାଙ୍କ ବ୍ୟତୀତ ଅଫତାବ୍ର ଅନ୍ୟ ଗର୍ଲପ୍ରେଣ୍ଡ୍ସ୍ଙ୍କ ସମ୍ପର୍କରେ ପୋଲିସ୍ ଜାଣିବାକୁ ପାଇଛି। ଖାଲି ଏତିକି ନୁହେଁ ଯାଞ୍ଚ ବେଳେ ଜଣାପଡ଼ିଛି ଯେ, କିଛି ଦିନ ମଧ୍ୟରେ ଅଫତାବ୍ ଅନେକ ସିମ୍ର ବ୍ୟବହାର କରିଥିଲା ଓ ବାରମ୍ବାର ଏହାକୁ ବଦଳାଉ ଥିଲା।
ପାଗଳ ପ୍ରେମିକର ଉନ୍ମତ୍ତ କାଣ୍ଡ । ପ୍ରେମିକାକୁ ମାରିଲା, ଭିଡିଓ ସୁଟ୍ କରି ସୋସିଆଲ ମିଡିଆରେ ପୋଷ୍ଟ କଲା ।
ଅଫତାବ୍ ଯେଉଁ ଫ୍ଲାଟ୍ରେ ରହୁଥିଲା ସେହି ଫ୍ଲାଟ୍ରେ ପାଖାପାଖି ୩୦୦ ଟଙ୍କା ପାଣି ବିଲ୍ ବକେୟା ରହିଛି। ଗତ କିଛିଦିନ ହେବ ଲଗାତାର ଭାବେ ସେ ଅଧିକ ପାଣି ବ୍ୟବହାର କରୁଥିଲା।
ହଠାତ୍ ଅଫତାବ୍ଙ୍କ ବ୍ୟବହାରରେ ପରିବର୍ତ୍ତନ ଆସିବା ଯୋଗୁ ଓ ଶ୍ରଦ୍ଧାଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଥିଲା। ଶ୍ରଦ୍ଧାଙ୍କୁ ଲାଗୁଥିଲା ଯେ ଅଫତାବ୍ ତାଙ୍କୁ ଧୋକା ଦେବା ପାଇଁ ଚେଷ୍ଟା କରୁଛନ୍ତି।
ଶ୍ରଦ୍ଧା ଘରୋଇ ହିଂସାର ଶିକାର ହୋଇଥିଲେ। ସାହାଯ୍ୟ ପାଇଁ ଶ୍ରଦ୍ଧା ମେସେଜ୍ ପଠାଇଥିଲେ ବୋଲି ସେ କହିଛନ୍ତି। ହତ୍ୟା ପୂର୍ବରୁ କିଛି ମାସ ପୂର୍ବେ ସେ ଏହି ମେସେଜ୍ ପଠାଇଥିଲେ। ଯେଉଁଥିରେ ତାଙ୍କ ଜୀବନ ପ୍ରତି ବିପଦ ଥିବା ଶ୍ରଦ୍ଧା କହିଥିଲେ।
ଶ୍ରଦ୍ଧା(Shraddha murder case)ଙ୍କୁ ମାରିବା ପରେ ଘରକୁ ନୂଆ ପ୍ରେମିକା ନେଇ ଆସିଥିଲା ଅଭିଯୁକ୍ତ ।
କେମିକାଲରେ ରକ୍ତଭିଜା ଚଟାଣର ଦାଗ ସଫା କରିଥିଲା ଅଭିଯୁକ୍ତ
ଅଭିଯୁକ୍ତ ଅଫତାବ୍ ଦେଖିଥିଲା କ୍ରାଇମ ସୋ । ଆମେରିକାର କ୍ରାଇମ ସୋ ଡେକ୍ସଟର ଦେଖି ହତ୍ୟାକାଣ୍ଡ ଘଟାଇବାକୁ ଉତ୍ସାହିତ ହୋଇଥିଲା ।
ହତ୍ୟା ପରେ ୩୫ ଖଣ୍ଡ କରି ଫିଙ୍ଗିଦେଲା ବୟଫ୍ରେଣ୍ଡ । ଲିଭ୍ ଇନ୍ରେ ଥିବା ପ୍ରେମିକାକୁ ମାରି ୩୫ ଖଣ୍ଡ କଲା ବୟଫ୍ରେଣ୍ଡ ।
ସବୁଠାରୁ ଆଶ୍ଚର୍ଯ୍ୟକର କଥା, ଯୁବକ ଜଣକ ପ୍ରେମିକାକୁ ହତ୍ୟା କରି ଶରୀରକୁ ୩୫ ଖଣ୍ଡ କରି ଏହାକୁ ଫ୍ରିଜ୍ରେ ରଖିଥିଲା। ପରେ ଏହାକୁ ବିଭିନ୍ନ ସ୍ଥାନରେ ଫିଙ୍ଗିଥିଲା।
ଝିଅକୁ ହତ୍ୟା କରିବାର ୧୦ ମାସ ଗଲା ପରେ...ଘରକୁ ଆସିଲା ବେନାମୀ ଚିଠି। ବାସ୍ ଚିଠିରେ ଲେଖା ଥିଲା ହତ୍ୟାକାରୀଙ୍କ ନାଁ। ପୋଲିସ୍ ଏବେ ତଦନ୍ତ କରୁଛି, ହତ୍ୟାକାରୀଙ୍କ ସିନ୍ ରିକ୍ରିଏସନ୍ ବି କରୁଛି
ପତ୍ନୀଙ୍କ ରିଲ୍ସ କରିବା ସ୍ୱାମୀଙ୍କୁ ଆସିଲା ନାହିଁ ପସନ୍ଦ। ବାରମ୍ବାର ମନାକଲେ। ନ ଶୁଣିବାରୁ ଝଗଡା ହେଲା। କ୍ରୋଧ ଚରମ ସୀମାରେ ପହଞ୍ଚିବାରୁ ଗଳା ଚିପି ପତ୍ନୀଙ୍କୁ ମାରିଦେଲେ।
ଗତ ୨୬ ତାରିଖରେ ସୁକଦେବ ପ୍ରେମିକାଙ୍କୁ ଭେଟ କରିବାକୁ ଜଣେ ସାଙ୍ଗଙ୍କ ସହ ବାଇକ ଯୋଗେ ପୁଟକିମାଲ ଯାଇଥିଲେ।
ଝିଅକୁ ହତ୍ୟା କରିବା ପରେ ମହିଳା ଜଣକ ଥାନାରେ ଆତ୍ମସମର୍ପଣ କରି ନିଜର ଅପରାଧ ସ୍ୱୀକାର କରିଛନ୍ତି। ଏହାପରେ ପୋଲିସ ଅଭିଯୁକ୍ତ ମା’ ବେବି ବିବିକୁ ଗିରଫ କରିଛି।
ବନ୍ଧୁ ଆନନ୍ଦ ଟପ୍ପୋଙ୍କୁ ହକି ତାରକା ବୀରେନ୍ଦ୍ର ଲାକ୍ରା ଓ ତାଙ୍କର ଜଣେ ମହିଳା ବନ୍ଧୁ ମନଜିତ୍ ଟେଟେ ମିଶି ହତ୍ୟା କରିଥିବା ଆନନ୍ଦଙ୍କ ବାପା ବନ୍ଧନା ଟପ୍ପୋ ଅଭିଯୋଗ ଆଣିଛନ୍ତି।
ଜାତୀୟସ୍ତରର ସୁଟର ସୁଖମନ୍ପ୍ରୀତ୍ ସିଂ ସିଦ୍ଧୁ ଓରଫ ସିପି ସିଦ୍ଧୁଙ୍କୁ ହତ୍ୟା ମାମଲାରେ ବିଚାରପତିଙ୍କ ଝିଅଙ୍କୁ ଗିରଫ କରାଯାଇଛି। ଗିରଫ ପରେ ଅଧିକ ଜେରା ପାଇଁ ସିବିଆଇ ବିଚାରପତିଙ୍କ ଝିଅଙ୍କୁ ୪ ଦିନିଆ ରିମାଣ୍ଡରେ ନେଇଛି।
ପ୍ରମାଣ ଲୁଚାଇବାକୁ ଘରେ ଥିବା ଲୁଗା ଏବଂ ବହିଖାତାକୁ ଏକାଠି କରି ନିଆଁ ଲଗାଇ ଦେଇଥିଲା।
ଓଡିଆ ଯୁବକଙ୍କୁ ସୁରଟରେ ହତ୍ୟା। ଡଷ୍ଟ୍ବିନ୍ରେ ଲୁଚାଯାଇଥିଲା ଶବ। ବୁଟ୍ର ରକ୍ତ ଦାଗରୁ ହତ୍ୟାକାରୀଙ୍କୁ ଧରିଲା ପୋଲିସ୍।
ଝିଅକୁ ତଣ୍ଟି ଚିପି ହତ୍ୟା କଲା ମା’। କୌଣସି ଏକ କାରଣରୁ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହେଇଥିଲା ଯାହା ପରେ ମହିଳା ଜଣକ ନିଜ ଝିଅର ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି ।
୩ ବର୍ଷର ପୁଅର ମୁଣ୍ଡ କାଟି ହତ୍ୟା କଲା ମାଆ । କୋରାପୁଟ ସଦର ଥାନା ଲୁକୁମାରୀ ଗାଁରୁ ସାମ୍ନାକୁ ଆସିଛି ଏହି ବର୍ବର କାଣ୍ଡ ।
ରୋଗୀ ସମ୍ପର୍କୀୟଙ୍କୁ ହତ୍ୟା । ସମ୍ୱଲପୁର ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ରୋଗୀଙ୍କ ସମ୍ପର୍କୀୟଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।
ଶର୍ମିଷ୍ଠା, ନିରଞ୍ଜନ ଚିପ୍ ମାଗିବା ସହ ଉଭୟ ମାନସଙ୍କୁ ମାଡ଼ ମାରିଥିଲେ । ସଂପୂର୍ଣ୍ଣ ଅଫିସରେ ମାଡ଼ ମାରି ସେଠାରୁ ମାନସଙ୍କୁ ଦୟାଲ ଆଶ୍ରମ ନେଇଥିଲେ । ଦୟାଲ ଆଶ୍ରମରେ ମାନସ ଠାରୁ ତାଙ୍କ କ୍ୟାମେରା ଛଡ଼ାଇ ଆଣିଥିଲେ ଶର୍ମିଷ୍ଠା, ନିରଞ୍ଜନ ।
ବାଉଁଶ ଓ କାଠ ଫାଳିଆରେ ପିଟି ପିଟି କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁଙ୍କୁ ହତ୍ୟା କରିଥିଲେ ଅଭିଯୁକ୍ତ । ମାନସ ହତ୍ୟାରେ ବ୍ୟବହୃତ ହୋଇଥିବା ବାଉଁଶ ଓ କାଠ ଫାଳିଆକୁ ଜବତ କରିଛି କ୍ରାଇମବ୍ରାଞ୍ଚ୍ ଟିମ୍ ।