କମ୍ୟୁନିଟି ପୋଲିସିଂକୁ ଗୁରୁତ୍ୱ ଦେବ କମିଶନରେଟ ପୋଲିସ । ସାଧାରଣ ଲୋକଙ୍କ ସହଭାଗିତାରେ ହେବ ଅପରାଧ ନିୟନ୍ତ୍ରଣ ।
୧୮ ମାସରେ ୧୧ଜଣଙ୍କୁ ହତ୍ୟା କରିଥିବା ମାନିଲା ସିରିଏଲ୍ କିଲର୍ । ଖାଲି ଏତିକି ନୁହେଁ। ସିରିଏଲ୍ କିଲିଂର ପୂରା କାହାଣୀ ଶୁଣିଲେ ରୁମ ଟାଙ୍କୁରି ଉଠିବ।
ମୃତ ଭାଗବତଙ୍କ ସ୍ତ୍ରୀଙ୍କ କହିବା ଅନୁଯାୟୀ, ଉଭୟ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଅଧିକାଂଶ ସମୟରେ ପାଟିତୁଣ୍ଡ ହୋଇଥାଏ । ଗତ ଦୁଇ ସପ୍ତାହ ତଳେ ଝଗଡା ହେବା ପରେ ସ୍ଵାମୀ ଭାଗବତ ଘରୁ ପଳାଇଆସି ଅଳ୍ପ କିଛି ଦୂରରେ ରହୁଥିବା ତାଙ୍କ ସାଙ୍ଗ ଦୁର୍ଗା ନାଏକଙ୍କ ଘରେ ରହିଆସୁଥିଲେ । ତେବେ ସକାଳୁ ଘର ଭିତରେ ଭାଗବତଙ୍କ ରକ୍ତ ଜୂଡୁବୁଡୁ ମୃତଦେହ ପଡ଼ିଥିବା ଜାଣିବାକୁ ପାଇଥିଲେ ।
ବ୍ରିଟେନରେ ପ୍ରେମିକାକୁ ହତ୍ୟା କଲା, ଏବେ ଭାରତରେ ଭୋଗିବ ସଜା ।
କେମିତି ଥିଲା ସ୍ତ୍ରୀକୁ ହତ୍ୟା କରିବାର ସେ ମୁହୂର୍ତ୍ତ, ଚେତା ଫେରିଲା ପର ଗୋଟି ଗୋଟି କରି ଓଟିଭି ଆଗରେ ବଖାଣିଛନ୍ତି ଗୁରୁତର ଆହତ ହୋଇଥିବା ନୂପୁର ବିଶ୍ୱାଳ ।
ନିଦରୁ ଉଠାଇ ସ୍କୁଲ ଯିବାକୁ କହିଲେ ମା’। ରାଗରେ ଧକ୍କା ଦେଲା ପୁଅ। ଡାକ୍ତରଖାନା ନ ନେଇ ଏକା ଘରେ ଛାଡ଼ି ପଳାଇଲା। ଆଉ ଫେରିବା ବେଳକୁ ମା’ଙ୍କ ମୃତ୍ୟୁ ହୋଇସାରିଥିଲା।
ଏମିତି ଜଣେ ବାପା ଯିଏ ନିଜ ଝିଅକୁ ସୁରକ୍ଷା ଦେବାକୁ ଯାଇ ପାଲଟିଗଲେ କିଲର୍। ଝିଅକୁ ଦୁର୍ବ୍ୟବହାର ଓ ନିର୍ଯାତନା ଦେଇଥିବା ଲୋକକୁ ଜୀବନରୁ ମାରିଦେବାକୁ କୁଏତରୁ ଆସି ପହଞ୍ଚିଗଲେ ଆନ୍ଧ୍ରପ୍ରଦେଶରେ।
ଜଙ୍ଗଲରେ ହାତ-ଗୋଡ଼.. ବସ୍ତା ଭିତରେ ମୃତଦେହ.. ନଦୀରେ କଟା ମୁଣ୍ଡ । ଅଭିଯୁକ୍ତ ପ୍ରେମିକର ନରକୀୟ କାଣ୍ଡ!
ଜଙ୍ଗଲରେ ହାତ-ଗୋଡ଼.. ବସ୍ତା ଭିତରେ ମୃତଦେହ.. ନଦୀରେ କଟା ମୁଣ୍ଡ । ଅଭିଯୁକ୍ତ ପ୍ରେମିକର ନରକୀୟ କାଣ୍ଡ! ନାବାଳିକାକୁ ଖଣ୍ଡ ଖଣ୍ଡ କରିଦେଲା ପିଶାଚ ପ୍ରେମିକ ।
ସିରିଏଲ୍ କିଲର୍ । ୧୩ ବର୍ଷରେ ୧୨ଟି ମର୍ଡର । ସକାଳେ ଟାକ୍ସି ଡ୍ରାଇଭର । ସଂଜରେ ସାଜୁଥିଲା ତାନ୍ତ୍ରିକ । ତନ୍ତ୍ର ବିଦ୍ୟାରେ ଧନ ସଂପତ୍ତି ଚାରି ଗୁଣା କରିଦେବ କହି ପ୍ରଥମେ ଲୋକଙ୍କ ବିଶ୍ୱାସ ଜିତୁଥିଲା । ତାପରେ ତିଆରି କରୁଥିଲା ମର୍ଡର ପ୍ଲାନ୍ ।
ଇଏ ଏମିତି ଏକ କାହାଣୀ ଯାହା ସହଜରେ ବିଶ୍ୱାସ କରିହେବନାହିଁ । କିନ୍ତୁ ପୋଲିସ୍ ଏ ସବୁର ଖୁଲାସା କରିଛି । ବିଷ ଦେଇ ମାରୁଥିଲା ଜଣକ ପରେ ଜଣକୁ । କେହି ସନ୍ଦେହ ବି କରିପାରୁନଥିଲେ । କିନ୍ତୁ ସବୁ କଥା ଜଣାପଡିଗଲା ।
ପ୍ରଥମେ ମାଓବାଦୀମାନେ ଦମ୍ପତିଙ୍କୁ ଅପହରଣ କରିଥିଲେ । ସ୍ୱାମୀକୁ ମାଡ଼ ମାରି ଛାଡ଼ି ଦେଇଥିଲେ ମାଓବାଦୀ । କିନ୍ତୁ ଏହା ପରେ ଆରମ୍ଭ ହୋଇଥିଲା ମାଓବାଦୀଙ୍କ ବର୍ବରତା ।
ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ୍ ହରିପୁର ଗାଁର ସୁରତ ମାହାନାଙ୍କ ବୋହୂ ସସ୍ମିତା ମାହାନାଙ୍କ ମୃତ ଦେହ ଉଦ୍ଧାର ହୋଇଥିଲା ।
ପୁଅ ଦେଲାନି ଟଙ୍କା, ବାପା ପାଲଟିଲା ଜହ୍ଲାଦ। ପୁଅ-ବୋହୂଙ୍କୁ ପୋଡ଼ି ମାରିଦେଲା। ପୂର୍ବରୁ ବୋହୂ ସସ୍ମିତାଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ସବୁଦିନ ପାଇଁ ଆରପାରିକୁ ଚାଲିଯାଇଛି ପୁଅ।
ସ୍ତ୍ରୀକୁ ପୋଡି ମାରିବା ଫେରାର୍ ହୋଇଗଲା। କେତେବେଳେ ଶ୍ରମିକ ପାଲଟୁ ଥିଲା ତ ଆଉ କେତେବେଳେ ପରିଚୟ ବଦଳାଇ ପୋଲିସ ଆଖିରେ ଧୂଳି ଦେଉଥିଲା। ହେଲେ ଶେଷରେ ପୋଲିସ ହାତରେ ଧରା ପଡିଲା।
ମେଡ଼ିକାଲ୍ରେ ଚାଲିଲା ଖଣ୍ତଯୁଦ୍ଧ । କ୍ୟାନସର ଓ୍ୱାର୍ଡରେ ବୁଲିଲା ଛୁରୀ। କ୍ୟାନ୍ସର ଓ୍ୱାର୍ଡରେ ମା'ର ଚିକିତ୍ସା ଚାଲିଥିବା ବେଳେ ଡାକ୍ତରଙ୍କୁ ଆଖିବୁଜା ଛୁରାମାଡ଼ କଲା ପୁଅ ।
ଏକାଠି ଗୋଟିଏ ଅଫିସରେ କାମ କରୁଥିଲେ। ସହକର୍ମୀଙ୍କୁ କିସ୍ କରିବାକୁ ମନା କରିବାରୁ ମହିଳାଙ୍କୁ ତଣ୍ଟି ଚିପି ମାରିଦେଲେ। ଏଭଳି ହତ୍ୟାକାଣ୍ଡ ଘଟିଛି ବ୍ରାଜିଲ୍ରେ।
ଦୀପାବଳି ପାଳନ କରୁଥିବାବେଳେ ଦୁଇଜଣ ଦୁର୍ବୃତ୍ତ ଆସି ଜଣେ ୪୦ ବର୍ଷ ବୟସ୍କା ବ୍ୟକ୍ତି ଓ ତାଙ୍କ ୧୬ ବର୍ଷର ପୁତୁରାଙ୍କୁ ଗୁଳି କରି ହତ୍ୟା କରିଛନ୍ତି ।
ସୁନ୍ଦରଗଡ଼ ମର୍ଡରର ତନାଘନା କରୁଛି ପୋଲିସ। କାଲିଠାରୁ ଅଭିଯୁକ୍ତଙ୍କୁ ଧରିବାକୁ ଜାଲ ବିଛାଇଛି। ତେବେ ଏହି ଘଟଣାରେ ମୋଟ୍ ୧୩ ଜଣଙ୍କୁ ଅଟକ ରଖିଛି ପୋଲିସ ।
ପ୍ରଥମେ ହତ୍ୟା କଲେ। ପ୍ରମାଣ ନଷ୍ଟ କରିବାକୁ ଯାଇ ସୁଟକେସ୍ରେ ମୃତଦେହ ଭର୍ତ୍ତି କରି ପୋଲ ତଳେ ଫିଙ୍ଗିଦେଲେ। ପୋଲିସ କବଳରୁ ବଞ୍ଚିବା ପାଇଁ କାର୍ ବିକି ଦେବା ସହ ମୋବାଇଲ୍ ଅଫ କରି ଦେଇଥିଲେ। ଏପରି ନାଟକୀୟ ଢଙ୍ଗରେ ହତ୍ୟାକାଣ୍ଡ ଘଟାଇଥିବା ଓଡ଼ିଆ ଦମ୍ପତିଙ୍କୁ ବାନ୍ଧିଛି ବେଙ୍ଗାଲୁରୁ ପୋଲିସ।
ବିଚଳିତ କରୁଛି ମୃତ୍ୟୁପୂର୍ବର ୨ ଭାଇଙ୍କ କଥାବାର୍ତ୍ତାର ଭାଇରାଲ୍ ଅଡ଼ିଓ । ଅଭିଯୋଗ ସତ୍ତ୍ବେ ଘସିପୁରା ପୋଲିସର ନିରବତାକୁ ନେଇ ଉଠିଲା ପ୍ରଶ୍ନ ।
ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ I ହୋଟେଲ ଭିତରେ ଗୋଡ଼ାଇ ଗୋଡ଼ାଇ ହାଣିଲା ଦୁର୍ବୃତ୍ତ I ଡମଣା ଛକରେ ଥିବା ଏକ ହୋଟେଲ ଭିତରେ ହତ୍ୟାକାଣ୍ଡ ଘଟିଛି I
୮କୋଟି ପାଇଁ ସ୍ୱାମୀକୁ ଜୀବନରୁ ମାରିଦେଲା ସ୍ତ୍ରୀ । ଆଉ ତା’ ପରେ ୮୦୦ କିମି ଦୂରରେ ଫିଙ୍ଗିଦେଲା । ସବୁଠାରୁ ବଡ଼ କଥା ହେଉଛି ଏହି ହତ୍ୟା ପଛରେ ଥିଲା ସ୍ତ୍ରୀର ଦୁଇ ବୟଫ୍ରେଣ୍ଡଙ୍କ ହାତ ।
ଦୁଇ ଯୁବକଙ୍କୁ ହତ୍ୟା ପରେ ପ୍ରବଳ ଉତ୍ତେଜନା । କେନ୍ଦୁଝର ଆନନ୍ଦପୁର ବ୍ଲକ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଘଟିଛି ଏହି ଘଟଣା ।
ବାବା ସିଦ୍ଦିକିଙ୍କ ହତ୍ୟା ପରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ନେଇ ବଡ ଚର୍ଚ୍ଚା। କେତେକ ବଡ ନାଁ ଲରେନ୍ସ ବିଷ୍ଣୋଇଙ୍କ ହିଟ୍ ଲିଷ୍ଟରେ ରହିଛି, ଯେଉଁଥିରେ ସଲମାନ ଖାନ ଏକ ନମ୍ବରରେ ରହିଛନ୍ତି। ଅନ୍ୟମାନେ କିଏ ଆସନ୍ତୁ ଜାଣିବା।