ସାମାନ୍ୟ ଜମି ପାଇଁ ନିଜ ଜନ୍ମ କଲା ପୁଅକୁ ପିଟି ପିଟି ମାରିଦେଲେ ବାପା ଓ ଭାଇ। ସମ୍ପତ୍ତି ଭାଗବଣ୍ଟାକୁ ନେଇ ୨ ବର୍ଷ ପୂର୍ବେ ଘଟିଥିଲା ରକ୍ତପାତ। ଦୀର୍ଘ ୨ ବର୍ଷରେ ଆଜି ଏହି ମାମଲାର ରାୟ ପ୍ରକାଶ ପାଇଛି। ମୃତକଙ୍କ ବାପା ଓ ୩ ଭାଇଙ୍କୁ ମିଳିଛି ଆଜୀବନ କାରାଦଣ୍ଡ। ନବରଙ୍ଗପୁର ଜିଲ୍ଲାରେ ଏହି ଘଟଣା ଘଟିଛି।
ଶାଳୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ଭିଣୋଇ । ପୂର୍ବ ଶତ୍ରୁତା ପାଇଁ ଚାଲିଗଲା ଜୀବନ ।
ଗୋଟିଏ ପରିବାରର ୪ ଜଣଙ୍କୁ ହତ୍ୟା ଘଟଣାରେ ୫ ଜଣଙ୍କୁ ବାନ୍ଧିଲା ପୁଲିସ୍ ।
ବେଲପଡ଼ା ବ୍ଲକ ବାଗଡୋର ପଞ୍ଚାୟତର ନବ ନିର୍ବାଚିତ ସମିତି ସଭ୍ୟା ବନିତା ବିଶ୍ୱାଳଙ୍କ ସ୍ୱାମୀ ଲୋକନାଥ ବିଶ୍ୱାଳଙ୍କୁ ଗୁଳି କରି ହତ୍ୟା କରିଛନ୍ତି ଦୁର୍ବୃତ୍ତ ।
ଲୋକନାଥ ବେଲପଡ଼ା ଅଞ୍ଚଳରେ ବିଜେଡିର ଜଣେ ଜଣାଶୁଣା ନେତା ହୋଇଥିବା ବେଳେ ତାଙ୍କ ପତ୍ନୀ ନିକଟରେ ବାଗଡୋର ପଞ୍ଚାୟତର ସମିତି ସଭ୍ୟା ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିଲେ
କେଉଁଠି ଏବଂ କେମିତି ଗୁଳି ବାଜିଲା, ସେନେଇ ସ୍ପଷ୍ଟ ଜଣାପଡ଼ିନି ।
ଶିଶୁକନ୍ୟାକୁ ହତ୍ୟା ପରେ କଟାମୁଣ୍ଡ ଧରି ଗାଁରେ ବୁଲିଲା ଯୁବକ। ସମ୍ପୃକ୍ତ ଯୁବକ ୮ ବର୍ଷର ଶିଶୁକନ୍ୟାର ଗଳାକାଟି ନୃଶଂସ ଭାବେ ହତ୍ୟା କରିଥିଲା। ଏହାପରେ ଶିଶୁକନ୍ୟାର କଟାମୁଣ୍ଡ ଧରି ଯୁବକ ଜଣକ ଗାଁରେ ବୁଲିଥିଲା।
ମଙ୍ଗଳାବାର ରାତି ପ୍ରାୟ ୧୧ଟାରୁ ୧୨ଟା । ପିତ୍ତଳ ଛକରେ ଘଟିଥିଲା ଏଭଳି ମହାଭାରତ । ପିତ୍ତଳ ଛକରେ ଫାଷ୍ଟଫୁଡ୍ ଦୋକାନ କରିଥିବା ନରେନ୍ଦ୍ରପୁର ଗାଁର ୩ ଭାଇ ପାଣ୍ଡୁରା ସ୍ୱାଇଁ, ଶମ୍ଭୁ ସ୍ୱାଇଁ, ରାଜା ସ୍ୱାଇଁ ଓ ସେମାନଙ୍କ ସମ୍ପର୍କୀୟ ଭାଇ ଚନ୍ଦନ ଦୋକାନ ବନ୍ଦ କରି ଘରକୁ ଫେରୁଥିଲେ ।
ପୁରୀରେ ସେବାୟତ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି ଘଟଣା । ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଛି ବୋଲି କହିଲେ ଏସ୍ପି । ବ୍ୟକ୍ତିଗତ ଶତ୍ରୁତା, ଜମି ବିବାଦ, ଗୁନ ସିଂହାରୀ ହତ୍ୟା ଲିଙ୍କ୍ରେ ତଦନ୍ତ କରାଯାଉଛି । ତେବେ ଏନେଇ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼ାଉ ଚାଲିଛି ।
ସ୍ୱାମୀ ନୁହେଁ ସେ ପିଶାଚ । ସ୍ତ୍ରୀକୁ ମାରି ଶଳାର ସ୍ତ୍ରୀ ସହ ଫେରାର ମାରିଲା ।
ଗୋଟିଏ ଦିନରେ ପୁରୀରେ ୨ଟି ମର୍ଡର ହୋଇଛି। ଗୋଟିଏପଟେ ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟଙ୍କୁ ଗୁଳି କରି ହତ୍ୟା କରାଯାଇ ଥିବାବେଳେ ଅନ୍ୟପକ୍ଷେ ପୁଅର କଟୁରି ଚୋଟରେ ମା’ର ମୃତ୍ୟୁ ହୋଇଛି।
ରାସ୍ତାକଡ଼ରୁ ଯୁବତୀଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର। ଯୁବତୀଙ୍କୁ କେହି ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ।
ପ୍ରଥମେ ଜଣେ ଅଭିଯୁକ୍ତଙ୍କୁ ଧରିବା ପରେ ଅପହରଣ ପରେ ହତ୍ୟାର ଫିଟିଥିଲା ଗୁମର।
ଗତ ଫେବ୍ରୁଆରୀ ୨୫ ତାରିଖରେ ଭୁବନେଶ୍ୱରରୁ କଟକ ଯାଇଥିବା ବେଳେ ନିଖୋଜ ହୋଇଯାଇଥିଲେ ଆଜାଦ ଯାଦବ
ସାନ ଭାଇକୁ ତଣ୍ଟି ଚିପି ହତ୍ୟା କଲା ବଡ଼ ଭାଇ। ଗତକାଲି ଯୋଶେଫ ମଦ ପିଇ ଆସି ବଡ଼ ଭାଇ ରାଜୀନଙ୍କୁ ଗାଳିଗୁଲଜ କରିଥିଲେ। ଏନେଇ ଦୁଇ ଭାଇ ମଧ୍ୟରେ ବଚସା ଓ ମାରପିଟ୍ ହୋଇଥିଲା।
ଭାଲେଣ୍ଟାଇନ୍ ଡେ’ ପୁର୍ବରୁ ଯୁବତୀଙ୍କ ଗଳାକାଟି ହତ୍ୟା କଲା ଯୁବକ। ସମ୍ପୃକ୍ତ ଯୁବକ, ଯୁବତୀଙ୍କୁ ଏକ ତରଫା ପ୍ରେମ କରୁଥିଲେ ବୋଲି ଜଣାପଡ଼ିଛି।
ସ୍ୱାମୀ-ସ୍ତ୍ରୀ ଝଗଡାରେ ସ୍ୱାମୀର ତଣ୍ଟି କାଟିଲା ସ୍ତ୍ରୀ । ଏଭଳି କିଛି ଅଭାବନୀୟ ଘଟଣା ଘଟିଛି ଆଠଗଡ଼ ପୌରାଞ୍ଚଳର ୪ ନମ୍ବର ୱାର୍ଡରେ ।
ନଗ୍ନ ଶରୀର, ସିଗାରେଟ୍ରେ ଜଳାଯାଇଥିବା ଚିହ୍ନ, ନଖ ସାହାଯ୍ୟରେ ତଡ଼ା ଯାଇଛି ଆଖି, ବେକ ପାଖରେ ରହିଛି ଜୋତା ଚିହ୍ନ...ଉତ୍ତରପ୍ରଦେଶ କାନପୁରରେ ୧୦ ବର୍ଷୀୟ ଶିଶୁର ମୃତଦେହ ମିଳିବା ପରେ ହଇଚଇ ସୃଷ୍ଟି ହୋଇଛି।
ନୃଶଂସ ପୁଅର ଉନ୍ମତ୍ତ କାଣ୍ଡ। ବାଇକ ନ ଦେବାରୁ ବାପାର ତଣ୍ଟି କାଟି ପଥରରେ ଛେଚି ହତ୍ୟା କଲା ପୁଅ। ବାପାକୁ ହତ୍ୟା କରି ଶବ ପୋଡ଼ିବାକୁ ଯାଉଥିବା ବେଳେ ମଶାଣିରେ ପୋଲିସ୍ ଅଭିଯୁକ୍ତ ପୁଅକୁ ଧରିଲା।
‘ପବ୍ଜୀ’ ପାଇଁ ପୁରା ପରିବାର ସଫା। ଜଣେ ୧୪ ବର୍ଷୀୟ ନାବାଳକ ‘ପବ୍ଜୀ’ ଗେମ୍ ପ୍ରଭାବରେ ଆସି ନିଜ ମା’, ଭାଇ ଓ ୨ ନାବାଳିକା ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିବା ଜଣାପଡ଼ିଛି।
ସ୍ୱାମୀଙ୍କୁ ହତ୍ୟା କରିବା ପରେ ପଡ଼ୋଶୀଙ୍କୁ ଡାକି ଘଟଣା ସମ୍ପର୍କରେ ଜଣାଇଲେ। ଖବରପାଇ ପୋଲିସ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କୁ ଗିରଫ କରିଥିଲା। ହେଲେ କିଛି ଘଣ୍ଟା ପରେ ମହିଳାଙ୍କୁ ଛାଡ଼ି ଦେଇଥିଲା ପୋଲିସ୍।
ମାକୁ ମାରିଦେଲା କୁଳାଙ୍ଗାର ପୁଅ । ମୃତକ ହେଲେ ପରେଶ କୁମାରୀ ଭଞ୍ଜଦେଓ । ତାଙ୍କ ବୟସ ୭୫ ବର୍ଷ ।
ହତ୍ୟା କରିବା ପରେ ସେ ଘରେ ହିଁ ଜାଳି ଦେଇଛି ନିଜ ମାଆକୁ । ମଙ୍ଗଳବାର ସଂଧ୍ୟାରେ ଘଟିଛି ଏହି ଅଭାବନୀୟ ଘଟଣା ।
ଗତକାଲିର ଘଟଣା ପରେ ଅଭିଯୁକ୍ତ ମାନେ ଫେରାର ଥିଲେ । ଏମାନଙ୍କୁ ଖୋଜି ଧରିବା ପରେ ଏବେ ଖୋଳତାଡ଼ ଚାଲିଛି । ଘଟଣାସ୍ଥଳକୁ ସାଇଣ୍ଟିଫିକ୍ ଟିମ୍ ଯାଇ ତଦନ୍ତ କରିଛି ।