ଆଠ ବର୍ଷ ପୂର୍ବରୁ କରିଥିବା ଅପରାଧ ପାଇଁ ଏବେ ସଜା ମିଳିବ ।
ସ୍ୱାମୀଙ୍କ ଉପରେ ଗୁଳି ଚାଳନା ଦେଖି ସାମ୍ନାକୁ ଆସି ଯାଇଥିଲେ ସ୍ତ୍ରୀ। ଫଳରେ ଗୁଳିମାଡ଼ ଖାଇ ତାଙ୍କର ଜୀବନ ଚାଲି ଯାଇଛି।
ଦୁଇ ଝିଅଙ୍କୁ ଅପହରଣ କରି ମାରି ଟାଙ୍ଗି ଦିଆଯାଇଥିବା କହିଲେ ମା
ୟୁନିଟ୍-୮ର ଏକ ବସ୍ତି ଅଞ୍ଚଳରେ ଜଣଙ୍କୁ ପିଟିପିଟି ହତ୍ୟା । ସଂଘବଦ୍ଧ ହୋଇ କିଛି ଯୁବକ ଜଣଙ୍କୁ ପିଟିପିଟି ହତ୍ୟା କଲେ ।
ଗତ ୨୬ ତାରିଖରେ ସୁକଦେବ ପ୍ରେମିକାଙ୍କୁ ଭେଟ କରିବାକୁ ଜଣେ ସାଙ୍ଗଙ୍କ ସହ ବାଇକ ଯୋଗେ ପୁଟକିମାଲ ଯାଇଥିଲେ।
ବିଳମ୍ବିତ ରାତି ଯାଏ ଛାତ୍ରୀ ଜଣକ ଘରକୁ ନଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ଶେଷରେ ପୋଖରୀରୁ ତାଙ୍କ ମୃତଦେହ ମିଳିଥିଲା।
ଘରୁ ଭିତରୁ କେମିତି ମିଳିଲା ମୃତଦେହ ? ପୁଅକୁ ଟ୍ୟୁସନରେ ଛାଡିବା ପରେ ଘରେ କେମିତି ହେଲା ମୃତ୍ୟୁ ? କଣ ରହିଛି କାରଣ ?
ଦୁଇ ପିଲା ମୁହଁକୁ ବି ଚାହିଁଲାନି । ସ୍ତ୍ରୀକୁ ମାରି ରଶିରେ ଟାଙ୍ଗିଦେଲା ।
ଗୋଟିଏ ପରିବାରର ୬ ସଦସ୍ୟଙ୍କ ମୃତଦେହ ମିଳିବା ପରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ସୁଇସାଇଡ୍ ନୋଟ୍ ଜବତ କରି ପୋଲିସ୍ ୨ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି।
ଅଗଷ୍ଟ ୫ରେ ଶିଶୁକୁ ଅପହରଣ କରାଯାଇଥିଲା। ଏହାର କିଛିଦିନ ପରେ ଅର୍ଥାତ୍ ଅଗଷ୍ଟ ୧୮ରେ ଶିଶୁଟିର ମୃତଦେହ ଯମୁନା ନଦୀ କୂଳରୁ ଉଦ୍ଧାର ହେବାପରେ ପୁରା ଘଟଣା ସାମ୍ନାକୁ ଆସିଥିଲା।
ଭାଇକୁ ହତ୍ୟା ପରେ ଟାଙ୍ଗିଆ ସହ ହତ୍ୟାକାରୀ ଭାଇ ଅର୍ଜୁନ ପୂଜାରୀ ଓ ତିନି ପୁତୁରା ଉମରକୋଟ ଥାନାରେ ଆତ୍ମ ସମର୍ପଣ କରିଛନ୍ତି ।
ନକ୍ସଲଙ୍କ ବର୍ବରକାଣ୍ଡ। ଘରକୁ ଡାକି ଜଣେ ଯୁବକଙ୍କୁ ନକ୍ସଲ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି ନୂଆପଡ଼ା ଜିଲ୍ଲା ସୁନାବେଡା ଅଭୟାରଣ୍ୟ ଢେକୁନପାନି ଗାଁରେ। ଉକ୍ତ ଯୁବକଙ୍କ ନାଁ ଅନନ୍ତରାମ ରାଉତ।
୫୦୦ ଟଙ୍କା ପାଇଁ ଆସାମର ଜଣେ ବ୍ୟକ୍ତି ନିଜ ଗାଁର ଜଣେ ବ୍ୟକ୍ତିଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ଜଣକ କଟା ମୁଣ୍ଡ ଧରି ୨୫ କି.ମି. ଚାଲି ଚାଲି ପୋଲିସ୍ ଷ୍ଟେସନରେ ପହଞ୍ଚି ଆତ୍ମସମର୍ପଣ କରିଥିଲେ।
ଘରେ କେହି ନଥିବାବେଳେ ଶାଶୁ, ବୋହୂକୁ ହତ୍ୟା। ପୋଲିସ୍ ସୂଚନା ଅନୁସାରେ, ଘରୁ ଟଙ୍କା ଓ ସୁନା ଅଳଙ୍କାର ଗାଏବ ହୋଇଯାଇଛି।
ପୁଅକୁ ବଞ୍ଚାଇବା ପାଇଁ ଯାଇ ମହିଳା ଜଣକ ମଧ୍ୟ ଆକ୍ରମଣର ଶିକାର ହୋଇଛନ୍ତି। କିଏ ଓ କାହିଁକି ଆକ୍ରମଣ କଲା ତାହା ଜଣାପଡ଼ିନି। ଅଭିଯୁକ୍ତଙ୍କୁ ଧରିବା ଲାଗି ପୋଲିସ୍ ତଦନ୍ତ ଆରମ୍ଭ କରିଛି।
ଉଭୟ ସ୍ୱାମୀ-ସ୍ତ୍ରୀ ଛାଡ଼ପତ୍ର ପାଇଁ ଆବେଦନ କରିଥିଲେ। କାଉନସେଲିଂ ପାଇଁ ଉଭୟ ଫ୍ୟାମିଲି କୋର୍ଟ ଆସିଥିବା ବେଳେ ସ୍ୱାମୀ ଏଭଳି କାଣ୍ଡ ଘଟାଇଥିବା ଜଣାପଡ଼ିଛି।
ନିଜ ଦେଢ଼ ମାସର ପୁଅକୁ ମାରିଦେଲା ବାପା । କାରଣ ଜାଣି ସମସ୍ତେ ଆଶ୍ଚର୍ଯ୍ୟ ହେଉଛନ୍ତି । ଶିଶୁ କାନ୍ଦଣା ଶୁଣି ଅଭିଯୁକ୍ତର ନିଦରେ ବ୍ୟାଘାତ ସୃଷ୍ଟି ହେଉଥିଲା, ଏଥିପାଇଁ ସେ ପୁଅକୁ ହିଁ ମାରି ପକାଇଲା ।
ଆକ୍ରୋଶର ନିଆଁରେ ଜଳୁଥିବା ଅମର କିନ୍ତୁ ଥିଲେ ନଛୋଡ଼ବନ୍ଧା।
ପ୍ରେମ ବିବାହ କରିଥିବା ଝିଅଜ୍ୱାଇଁଙ୍କୁ ମୃତ୍ୟୁଦଣ୍ଡ ଦେଲା ବାପା ।
କଟକ ଓଡ଼ିଆ ବଜାରରେ ମହିଳାଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାସ କରିଛି କମିଶନରେଟ ପୋଲିସ। ଏହି ଘଟଣାରେ ୨ ଜଣ ଗିରଫ ହୋଇଛନ୍ତି।
ଝିଅକୁ ହତ୍ୟା କରି ଆତ୍ମହତ୍ୟା ରୂପ ଦେବାକୁ ଯୋଜନା କରିଥିଲେ ବାପା। ହେଲେ ତାଙ୍କର ସବୁ ଚେଷ୍ଟା ଶେଷରେ ଫସର ଫାଟି ଯାଇଥିଲା। ଆଉ ପୋଲିସ୍ ହାତରେ ଧରାପଡ଼ି ଯାଇଥିଲେ।