• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Muslims Organize Hindu Marriage

ପ୍ରେମ ଆଗରେ ହାର ମାନିଲା ଧର୍ମ
Muslim Chief Justice: ସୁପ୍ରିମକୋର୍ଟର ପ୍ରଥମ ମୁସଲିମ ପ୍ରଧାନ ବିଚାରପତି: ହିନ୍ଦୁ ମହିଳାଙ୍କୁ ବିବାହ, ହିନ୍ଦୁ ପରମ୍ପରାରେ ଶେଷକୃତ୍ୟ

ମୋହମ୍ମଦ ହିଦାୟତୁଲ୍ଲାହ ଦେଶର ପ୍ରଥମ ମୁସଲିମ ପ୍ରଧାନ ବିଚାରପତି । ମୁସଲିମ ପରିବାରରେ ଜନ୍ମ ଗ୍ରହଣ କରିଥିଲେ ହେଁ ସେ ଜଣେ ହିନ୍ଦୁ ଯୁବତୀଙ୍କ ପ୍ରେମରେ ପଡିଥିଲେ । ୫ ବର୍ଷ ସମ୍ପର୍କରେ ରହିବା ପରେ ତାଙ୍କୁ ସେ ବିବାହ କରିଥିଲେ । ଭିନ୍ନ ଧର୍ମରେ ବିବାହ କରିଥିଲେ ହେଁ ଖୁବ ଭଲରେ କଟିଥିଲା ତାଙ୍କର ଦାମ୍ପତ୍ୟ ଜୀବନ । ମୃତ୍ୟୁ ପରେ ତାଙ୍କ ଶେଷ ଇଚ୍ଛା ଅନୁସାରେ ତାଙ୍କର ଅନ୍ତିମ ସଂସ୍କାର ହିନ୍ଦୁ ପରମ୍ପରା ଅନୁସାରେ କରାଯାଇଥିଲା ।