ଗତକାଲି ରାମଗିରିରୁ ଏକ ମେଡିକାଲ ଟିମ୍ ଆସି ଗାଁରେ ପହଞ୍ଚି ଚିକିତ୍ସା କରୁଛନ୍ତି
ରାଜସ୍ଥାନର ସିରୋହି ଜିଲ୍ଲାରେ ଅଜଣା ରୋଗରେ ୭ ଶିଶୁଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ହଇଚଇ ସୃଷ୍ଟି ହୋଇଛି। ସ୍ଥିତିକୁ ନିୟନ୍ତ୍ରଣ କରିବା ଲାଗି ସ୍ୱାସ୍ଥ୍ୟ ବିଭାଗ ପ୍ରୟାସ ଚଳାଇଥିବା ଦାବି କରିଛି।